ସଫଳ ବାତ୍ୟା ମୁକାବିଲା ନେଇ ଓଡ଼ିଶାକୁ ପ୍ରଶଂସା କଲେ ମୋଦି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଓଡ଼ିଶାରେ ବାତ୍ୟା ସମୀକ୍ଷା ବୈଠକକୁ ପ୍ରଶଂସା କଲେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶାରେ ହୋଇଥିବା ସମୀକ୍ଷା ବୈଠକ ଫଳପ୍ରଦ ହୋଇଛି ବୋଲି ଟୁଇଟ କରିଛନ୍ତି ମୋଦି। ଏଥିସହ ପ୍ରାକୃତିକ ବିପର୍ଯ୍ୟୟ କ୍ଷେତ୍ରରେ ଓଡ଼ିଶା ପ୍ରଶଂସନୀୟ ପଦକ୍ଷେପ ଗ୍ରହଣ କରିଛି ବୋଲି ମୋଦି କହିଛନ୍ତି। ତେବେ ବିପର୍ଯ୍ୟୟ ପରିଚାଳନା କ୍ଷମତା ବୃଦ୍ଧି ପାଇଁ କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ କାର୍ଯ୍ୟ କରିବ ବୋଲି ମୋଦି ଟୁଇଟ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୪୫ ବୁଥ୍‌ରେ ସାନି ମତଦାନ

ଭୁବନେଶ୍ୱର, ୨୩ା୨(ବ୍ୟୁରୋ): ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଭୋଟିଂ ମଙ୍ଗଳବାର ଶେଷ ହୋଇଛି। ୨୭ ଜିଲାର ୬୪ ବ୍ଲକର ୧ ହଜାର...

ଖଣ୍ଡପଡ଼ାରେ ଅଜଣା ରୋଗରେ୨ଶହରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ

ଖଣ୍ଡପଡା,୧୯।୧୦(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ଗତ ୧୫ ଦିନ ମଧ୍ୟରେ ଅଜଣା ରୋଗରେ ୨ଶହରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ ହୋଇଥିବାବେଳେ ସେମାନଙ୍କ...

‘କ୍ଲାଇମେଟ୍‌ ଚେଞ୍ଜ୍‌: ଫୋକସ୍‌ ଓଡ଼ିଶା’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଅପରିଣାମଦର୍ଶୀ ମଣିଷ ଏହାର ଭୟାବହତାକୁ ତଥାପି ବୁଝିବାକୁ ନାରାଜ। ପୃଥିବୀର ସମ୍ବଳଗୁଡ଼ିକର ଅପବ୍ୟବହାର...

ସୁଆର ମହାସୁଆର ନିଯୋଗ ନିର୍ବାଚନ ସରିଲା

ପୁରୀ ଅଫିସ,୧୦ା୮: ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ନିର୍ବାଚନ ଶେଷ ହୋଇଛି। ଶନିବାର କୋଇଲି ବୈକୁଣ୍ଠ ପରିସର ନିଯୋଗ କାର୍ଯ୍ୟାଳୟରେ ଭୋଟ ଗ୍ରହଣ କରାଯାଇଥିଲା। ଏଥିରେ...

ବିନାନୁମତିରେ ଚାଲିଛି ୭୬୫ ଘରୋଇ ସ୍କୁଲ

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ):  ରାଜ୍ୟରେ ବର୍ତ୍ତମାନ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ୧,୯୬୯ଟି ଘରୋଇ ଇଂଲିଶ ମିଡିୟମ ସ୍କୁଲ ରହିଛି। ଏଥିରୁ ୭୬୫ଟି ସ୍କୁଲ ରାଜ୍ୟ...

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୮ରେ ପହଞ୍ଚିଥିବା ରାଜ୍ୟ...

ବଢୁଛି ଇକୋ-ଫ୍ରେଣ୍ଡ୍‌ଲି ରାଖୀର ଚାହିଦା

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଆଉ ୪ଦିନ ପରେ ରାଖୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧିବ ସ୍ନେହ ସମ୍ପର୍କର ଅତୁଟ ଡୋରି। ତେଣୁ ରାଜଧାନୀର ବିଭିନ୍ନ ସ୍ଥାନରେ ଖୋଲିଲାଣି...

ନଦୀ ପାଣି ପିଉଛନ୍ତି ଶାଇଁସଶାସନବାସୀ

ନିମାପଡ଼ା,୧୦।୩(ଡି.ଏନ୍‌.ଏ.): ଗ୍ରୀଷ୍ମଋତୁ ଆରମ୍ଭରୁ ନିମାପଡ଼ା ବ୍ଲକରେ ପାନୀୟଜଳ ସଙ୍କଟ ଦେଖାଦେଇଛି। ଏହି ବ୍ଲକ ଅଧୀନ ଶାଇଁସଶାସନ ପଞ୍ଚାୟତରେ ଗତ କିଛିଦିନ ହେବ ପାନୀୟଜଳ ନ ପାଇ...

Advertisement
Archives

Model This Week