ପୁନିତ ରାଜକୁମାରଙ୍କ ଶେଷ ଫିଲ୍ମର ଟ୍ରେଲରକୁ ପ୍ରଶଂସା କଲେ ମୋଦି

ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବର୍ଗତ କନ୍ନଡ ସିନେମା ଆଇକନ ପୁନିତ ରାଜକୁମାରଙ୍କୁ ପ୍ରଶଂସା କରିଛନ୍ତି। ତାଙ୍କ ଶେଷ ଫିଲ୍ମ ଗାନ୍ଧାଡା ଗୁଡିକୁ ପ୍ରଶଂସା କରି ତାର ସଫଳତା କାମନା କରିଛନ୍ତି। ପୁନିତ ରାଜକୁମାରଙ୍କ ଫିଲ୍ମ ‘ଗାନ୍ଧାଡା ଗୁଡି’ ଟ୍ରେଲର ରିଲିଜ ହୋଇଛି। ଏହି ଫିଲ୍ମଟି ପୁନିତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ୨୮ ଅକ୍ଟୋବର ୨୦୨୨ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ପ୍ରଧାନମନ୍ତ୍ରୀ ତାଙ୍କ ଟୁଇଟର୍‌ ଆକାଉଣ୍ଟରେ ଫିଲ୍ମର ସୂଚନା ଶେୟାର କରି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ପୁନିତଙ୍କ ସ୍ତ୍ରୀ ଅଶ୍ୱିନୀ ରାଜକୁମାର ତାଙ୍କ ଟୁଇଟର୍‌ରେ ‘ଗାନ୍ଧାଡା ଗୁଡିି’ର ଟ୍ରେଲର ଲଞ୍ଚ ଶେୟାର କରିଛନ୍ତି। ତାଙ୍କ ଟୁଇଟ୍‌ରେ ସେ ମୋଦିଙ୍କୁ ଟ୍ୟାଗ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟ୍ୟାଗ କରି ଅଶ୍ୱିନୀ କ୍ୟାପସନରେ ଲେଖିଛନ୍ତି, ‘ହେଲୋ ନରେନ୍ଦ୍ର ମୋଦି ଜୀ ଆଜି ଆମ ପାଇଁ ଏକ ଭାବପ୍ରବଣ ଦିନ। ଆମେ ‘ଗାନ୍ଧାଡା ଗୁଡି’ର ଟ୍ରେଲର ରିଲିଜ କରୁଛୁ। ଏହି ପ୍ରୋଜେକ୍ଟ ଆପୁଙ୍କ ହୃଦୟର ଅତି ନିକଟତର ଥିଲା। ଆପୁ ସର୍ବଦା ତୁମ ସହିତ ଥିବା ସାକ୍ଷାତକୁ ଭଲପାଉଥିଲେ ଏବଂ ସେ ବ୍ୟକ୍ତିଗତ ଭାବରେ ତୁମ ସହିତ ସମୟ ଶେୟାର କରିବାକୁ ଭଲ ପାଇଥାନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri