Posted inଜାତୀୟ

ଆଜି ମୋଦିଙ୍କୁ ମିଳିବ ଲୋକମାନ୍ୟ ତିଲକ ପୁରସ୍କାର, ଶରଦ ପାଓ୍ବାର ହେବେ ମୁଖ୍ୟ ଅତିଥି

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଙ୍ଗଳବାର ପୁଣେରେ ଲୋକମାନ୍ୟ ବାଲ ଗଙ୍ଗାଧର ତିଲକ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନୀତ କରାଯିବ। ଏହି ସମୟରେ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାର ମଧ୍ୟ ମଞ୍ଚରେ ମୁଖ୍ୟ ଅତିଥି ରହିବାର କାର୍ଯ୍ୟକ୍ରମ ରହିଛି। ଏ ସମ୍ପର୍କରେ ମହା ବିକାଶ ଆଗାଡି (ଏମଭିଏ) ର ନେତାଙ୍କ ମଧ୍ୟରେ ଅସନ୍ତୋଷ ରହିଛି।
ତିଲକ ସ୍ମାରକ ମନ୍ଦିର ଟ୍ରଷ୍ଟ ପ୍ରତିବର୍ଷ ଅଗଷ୍ଟ ୧ରେ ଲୋକମାନ୍ୟ ତିଲକଙ୍କ ପୂଣ୍ଣ୍ୟତିଥି ଅବସରରେ ଏହି ପୁରସ୍କାର ପ୍ରଦାନ କରିଥାଏ। ଏହି ପୁରସ୍କାର ସେହି ଲୋକମାନଙ୍କୁ ଦିଆଯାଏ ଯେଉଁମାନେ ଦେଶର ଅଗ୍ରଗତି ଏବଂ ବିକାଶ ପାଇଁ ଉଲ୍ଲେଖନୀୟ ଏବଂ ଅସାଧାରଣ କାର୍ଯ୍ୟ କରିଛନ୍ତ। ଏହି ପୁରସ୍କାରରେ ସମ୍ମାନିତ ହେଉଥିବା ପ୍ରଧାନମନ୍ତ୍ରୀ ମୋଦି ୪୧ ତମ ବ୍ୟକ୍ତି ହେବେ। ତିଲକ ସ୍ମାରକ ମନ୍ଦିର ଟ୍ରଷ୍ଟ ମୁଖ୍ୟ ଅତିଥି ଭାବରେ ଶରଦ ପାୱାରଙ୍କୁ ନିମନ୍ତ୍ରଣ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ମାନିତ କରୁଥିବା କାର୍ଯ୍ୟକ୍ରମରେ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ମହାବିକାଶ ଆଘାଡି (ଏମଭିଏ) ମଧ୍ୟରେ ରାଜନୀତି ତୀବ୍ର ହୋଇଛି। ଶିବସେନା (ୟୁବିଟି) ଏମପି ସଞ୍ଜୟ ରାଉତ କହିଛନ୍ତି ଯେ ଶରଦ ପାୱାର ମୋଦିଙ୍କ ସହ ମଞ୍ଚରେ ଏକାଠି ହେବା ଉଚିତ ନୁହେଁ। ଏହା ବିରୋଧୀ ଏକତା ମଧ୍ୟରେ ଦ୍ୱନ୍ଦ୍ୱ ସୃଷ୍ଟି କରିବ। ଏମଭିଏ ନେତାମାନେ ତାଙ୍କୁ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ଅନୁରୋଧ କରିଥିଲେ କିନ୍ତୁ ଶରଦ ପାୱାର ପୁରସ୍କାର ବିତରଣ ଉତ୍ସବରେ ଯୋଗଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏନସିପି ଏମପି ଭନ୍ଦନ ଚାବନ କହିଛନ୍ତି, ନରେନ୍ଦ୍ର ମୋଦୀ ହେଉଛନ୍ତି ଦେଶର ପ୍ରଧାନମନ୍ତ୍ରୀ। ସେଥିପାଇଁ ସେମାନଙ୍କୁ ସମ୍ମାନ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri