Posted inଜାତୀୟ

ଏକାଠି ଚା’ ପିଇଲେ ମୋଦି-ରାହୁଲ, ହାତ ବି ମିଳାଇଲେ, ମୋଦି ହସିହସି କହିଲେ…

ନୂଆଦିଲ୍ଲୀ,୯।୮: ଆଜି ଏକ ଅନୌପଚାରିକ ବୈଠକରେ ଏକାଠି ବସି ଚା’ ପିଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ସଂସଦ ଅଧିବେଶନ ସ୍ଥଗିତ ହେବା ପରେ ଶୁକ୍ରବାର ଦିନ ଏକ ଅନୌପଚାରିକ ଚା ବୈଠକରେ ଦୁହେଁ ଏକାଠି ନଜର ଆସିଛନ୍ତି। ଚା’ ପିଇବା ସହ ଦୁହେଁ ପରସ୍ପରକୁ ଅଭିବାଦନ ଜଣାଇଛନ୍ତି। ଏହି ସମୟରେ ଲୋକ ସଭାରେ ବିରୋଧୀଦଳର ନେତା ରାହୁଲ ଗାନ୍ଧୀ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ୟୁକ୍ରେନର ପରିସ୍ଥିତି ବିଷୟରେ ପଚାରି ବୁଝିଛନ୍ତି। ଯାହାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି, ଭାରତ ଏହା ଉପରେ ତୀକ୍ଷ୍ଣ ନଜର ରଖିଛି।

ଲୋକ ସଭାର ପ୍ରକ୍ରିୟା ଶୁକ୍ରବାର ଅନିର୍ଦ୍ଧିିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି ଅର୍ଥାତ ଗୃହର ବର୍ତ୍ତମାନର ବଜେଟ ଅଧିବେଶନ ଶେଷ ହୋଇଛି। ଗତ ମାସ ଜୁଲାଇ ୨୨ରୁ ଆରମ୍ଭ ହୋଇଥିବା ଏହି ଅଧିବେଶନର ପ୍ରକ୍ରିୟା ଅଗଷ୍ଟ ୧୨ପର୍ଯ୍ୟନ୍ତ ଜାରି ରହଥା’ନ୍ତା। କିନ୍ତୁ, ଏହା ଶୁକ୍ରବାର ଦିନ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲା ଇଣ୍ଡିଗୋ, ବିମାନ ବାତିଲରେ ପ୍ରଭାବିତ ହୋଇଥିବା ଯାତ୍ରୀଙ୍କୁ ମିଳିବ ଏତିକି ଟଙ୍କା କ୍ଷତିପୂରଣ

ନୂଆଦିଲ୍ଲୀ,୧୧।୧୨: ହଜାର ହଜାର ଯାତ୍ରୀ ସମ୍ମୁଖୀନ ହେଉଥିବା ଅସୁବିଧାକୁ ସ୍ବୀକାର କରି ଇଣ୍ଡିଗୋ ନିକଟରେ ବଡ଼ ଘୋଷଣା କରିଛି। କମ୍ପାନୀ ଘୋଷଣା କରିଛି ଯେ ଡିସେମ୍ବର...

ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ଐଶ୍ୱର୍ଯ୍ୟା-ଅଭିଷେକ ଛାଡପତ୍ର ଗୁଜବ ବିଷୟରେ ଜାଣିଛନ୍ତି କି ଝିଅ ଆରାଧ୍ୟା, ବାପା କହିଲେ…

ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରାୟତଃ ଛାଡପତ୍ର ବିଷୟରେ ଆଲୋଚନା ହୁଏ। ଏହା ସିଧାସଳଖ ସେମାନଙ୍କ ପରିବାର ଏବଂ ପିଲାମାନଙ୍କୁ ପ୍ରଭାବିତ କରେ। ନିକଟରେ ଅଭିଷେକ ବଚ୍ଚନ ଏବଂ...

ଖୁବଶୀଘ୍ର ଆସିବ EV ପଲିସି 2.0, ଏତିକି ଟଙ୍କା ଶସ୍ତା ହେବ ଗାଡ଼ି ଦାମ୍

ନୂଆଦିଲ୍ଲୀ,୧୧ା୧୨: ଦିଲ୍ଲୀରେ ଇଲେକ୍ଟ୍ରିକ ମୋବିଲିଟିକୁ ତ୍ୱରାନ୍ୱିତ କରିବା ପାଇଁ, ସରକାର ଏକ ବୈଦ୍ୟୁତିକ ଯାନ (EV) ନୀତି 2.0 ର ଏକ ଡ୍ରାଫ୍ଟ ପ୍ରସ୍ତୁତ କରିଛନ୍ତି...

ଅମିତ ଶାହାଙ୍କ ଭାଷଣକୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା, କହିଲେ ଏହି ସରକାର…

ନୂଆଦିଲ୍ଲୀ,୧୧ା୧୨: ଶିବସେନା (UBT) ଏମ୍‌ପି ପ୍ରିୟଙ୍କା ଚତୁର୍ବେଦୀ ପାର୍ଲାମେଣ୍ଟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଭାଷଣକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri