Posted inଜାତୀୟ

ଦିଦି କେଉଁ କଥାରେ ରାଗନ୍ତି; ବ୍ୟାଖ୍ୟା କଲେ ପ୍ରଧାନମନ୍ତ୍ରୀ

କୋଲକତା,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପଶ୍ଚିମବଙ୍ଗର ହଳଦିଆରେ ପହଞ୍ଚିଛନ୍ତି। ସେ ଭାରତ ପେଟ୍ରୋଲିୟମ ନିଗମ ଏବଂ ଦୁର୍ଗାପୁର ପ୍ରାକୃତିକ ଗ୍ୟାସ ପାଇପ ବିଭାଗ ଦ୍ୱାରା ନିର୍ମିତ ଏଲପିଜି ଆମଦାନୀ ଟର୍ମିନାଲକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ। ଏହା ପରେ ସେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ବର୍ଷିଥିଲେ। ସେ କହିଛନ୍ତି ଯେ, ମମତା ବାନାର୍ଜୀ ‘ଭାରତ ମାତା କି ଜୟ’ ଶୁଣିବାକୁ ପସନ୍ଦ କରନ୍ତି ନାହିଁ। ଏହି ସ୍ଲୋଗାନ ଶୁଣିଲେ ସେ ବହୁତ ରାଗି ଯାଆନ୍ତି। ଯଦି ଆପଣ ଦିଦିଙ୍କୁ ନିଜ ଅଧିକାର ବିଷୟରେ ପଚାରନ୍ତି, ତେବେ ସେ ରାଗି ଯାଆନ୍ତି। କିନ୍ତୁ ଦେଶ ବିରୋଧରେ ଯେତେ ବିଷ ବିସ୍ତାର ହେଉନା କାହିଁକି ଦିଦି କେବେ ରାଗନ୍ତି ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପଶ୍ଚିମବଙ୍ଗରେ ଅରାଜକତା ଚାଲିଛି, ହିଂସା ଏବଂ ଭ୍ରଷ୍ଟାଚାର ବ୍ୟାପିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲଛୁଟିକୁ ନେଇ ବଡ଼ ଘୋଷଣା କଲେ ସରକାର, ସାରା ରାଜ୍ୟରେ ୨୪ଜୁନ ଯାଏ…

ଲକ୍ଷ୍ନୌ,୧୭।୬: ରାଜ୍ୟର ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ କ୍ରମାଗତ ଲୁ (ଗରମ ପବନ)କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…

ଶୀତଳ ଷଷ୍ଠୀ ପାଇଁ ଜୁନ୍ ୨୦ରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ

ସମ୍ବଲପୁର, ୧୭/୬ (ପ୍ରମୋଦ ବହିଦାର): ଓଡ଼ିଶା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନିର୍ଦ୍ଦେଶକ୍ରମେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର (ଆରଡିସି) କାର୍ଯ୍ୟାଳୟ ପକ୍ଷରୁ ୨୦୨୬ କ୍ୟାଲେଣ୍ଡର ବର୍ଷ…

ବଡ଼ିଲା ସ୍କୁଲ ଛୁଟି ଅବଧି: ଏହି ଜିଲାରେ ୨୦ ଯାଏ …

ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲା  ପ୍ରଶାସନ ପକ୍ଷରୁ ସ୍କୁଲ ଓ କଲେଜ…

ଉଦ୍ଧବ ଠାକ୍‌ରେଙ୍କୁ ବଡ଼ ଝଟ୍‌କା: ଏକନାଥ ଶିନ୍ଦେଙ୍କୁ ସମର୍ଥନ ଘୋଷଣା କଲେ ୬ ଏମ୍‌ପି

ମୁମ୍ବାଇ,୧୭।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି)କୁ ବଡ଼ ଝଟ୍‌କା ଲାଗିଛି। ଡେପୁଟି ସିଏମ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନାକୁ ଦଳର ୬ ଜଣ…

ଡ଼ାକ୍ତରଖାନାରେ ନଥିଲେ ଡ଼ାକ୍ତର! ଚାଲିଗଲା ନବଜାତ ଶିଶୁର ଜୀବନ, ଚିକିତ୍ସା ଅବହେଳା ଆଣି ପରିବାର ଲୋକଙ୍କ ଉତ୍ତେଜନା

ପାଟଣାଗଡ଼, ୧୭।୬(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଡାକ୍ତରଙ୍କ ଅବହେଳାରୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଥିବା…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଏମିତି କହିଲେ ଚାମେଲି, ଚାରିଆଡ଼େ ଚର୍ଚ୍ଚା

କେନ୍ଦ୍ରାପଡ଼ା/ମହାକାଳପଡା,୧୭ା୬:  କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଜାମିନ ମିଳିଛି । ଏହି ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ…

ରଜ ଖେଳ ବିବାଦରୁ ରକ୍ତାକ୍ତ ସଂଘର୍ଷ

ରାଉରକେଲା,୧୭।୬ (ସଙ୍ଗୀତା ଜେନା): ରଜ ପର୍ବ ଆନନ୍ଦ ଉଲ୍ଲାସରେ ଚାଲିଥିବାବେଳେ ଇସ୍ପାତ ସହର ରାଉରକେଲାରେ ରକ୍ତାକ୍ତ ସଂଘର୍ଷ ହୋଇଛି। ରଜ ଖେଳ ଆୟୋଜନକୁ କେନ୍ଦ୍ର କରି ସୃଷ୍ଟି…

ଭାରତକୁ ବଡ଼ ଝଟକା ଦେଲା ଆମେରିକା: ମୋଦି-ଟ୍ରମ୍ପ ସାକ୍ଷାତ ପୂର୍ବରୁ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହେବାକୁ ଥିବା ବୈଠକ ପୂର୍ବରୁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri