Posted inଜାତୀୟ

ପେଟ୍ରୋଲ-ଡିଜେଲ ଦାମ ବଢ଼ାଇ ୧୮ ଲକ୍ଷ କୋଟି ଆଦାୟ କରିଛନ୍ତି ମୋଦି: ସୋନିଆ

ନୂଆଦିଲ୍ଲୀ, ୨୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ପକ୍ଷରୁ ଲଗାତାର ଉଦ୍ୟମ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ମୋଦି ସରକାର ଗତ ୩ ମାସ ମଧ୍ୟରେ ପେଟ୍ରୋଲ-ଡିଜେଲ ଦାମ ୨୨ ଥର ବଢ଼ାଇ ୧୮ ଲକ୍ଷ କୋଟି ଟଙ୍କା ଲୋକଙ୍କଠାରୁ ଆଦାୟ କରିଛନ୍ତି। ସେହିପରି ୨୦୧୪ଠାରୁ ପେଟ୍ରୋଲ-ଡିଜେଲ ଉପରେ ୧୨ ଥର ଉତ୍ପାଦ ଶୁଳ୍କ ମଧ୍ୟ ବୃଦ୍ଧି କରାଯାଇଛି। ଦେଶରେ କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରି ସମୟରେ ସରକାର ଜନସାଧାରଣ ସମସ୍ୟା ପୁଣି ବଢ଼ାଉଥିବା ସୋନିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ବାଇକ୍‌ରେ କାମକୁ ଯାଉଥିଲେ ଯୁବକ, ଧକ୍କା ଦେଲା ଟ୍ରାକ୍ଟର: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଥୁଆମୂଳ ରାମପୁର, ୭।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକ ଗୁରୁତର…

ନାନା ପାଟେକରଙ୍କ ବିୟୋଗକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ବତନ୍ତ୍ର ବାର୍ତ୍ତା: କହିଲେ,‘ତାଙ୍କର ସ୍ପଷ୍ଟବାଦୀ ଓ ସୁସ୍ପଷ୍ଟ ମତ…’

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ନାନା ପାଟେକରଙ୍କ ଭଳି ଗଭୀର…

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?