Posted inଜାତୀୟ

ମୋଦି ରାଜା ଜନତାଙ୍କ ଦୁଃଖ ବୁଝୁ ନାହାନ୍ତି, ରାହୁଲଙ୍କ କଟାକ୍ଷ…

ଡେରାଡୁନ୍‌, ୫।୨ : ଉତ୍ତରାଖଣ୍ଡରେ ନିର୍ବାଚନ ପ୍ରଚାରରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ ମୋଦିଙ୍କୁ ରାଜା ବୋଲି କଟାକ୍ଷ କରି କହିଛନ୍ତି ଯେ, ଆଜିର ରାଜା ଜନତାଙ୍କ ଦୁଃଖ ବୁଝୁ ନାହାନ୍ତି। ଉଦମ ସିଂ ନଗର ଜିଲାର କିଚ୍ଛା ସ୍ଥିତ ମଣ୍ଡି ପରିସରରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେଇ ରାହୁଲ ଏଭଳି କହିଛନ୍ତି।

ଚାଷୀମାନେ ଖୋଲା ଆକାଶ ତଳେ ପ୍ରଦର୍ଶନ କରିବା ପରେ ରାଜାଙ୍କର ଏକ ବର୍ଷ ପରେ ନିଦ ଭାଙ୍ଗିଥିବା ସେ କହିଛନ୍ତି। ଅନ୍ନଦାତାଙ୍କ ପ୍ରତି ଏଭଳି ଅବିଚାର କେବେ ମଧ୍ୟ ଗ୍ରହଣୀୟ ନୁହେଁ ବୋଲି ରାହୁଲ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri