Posted inଜାତୀୟ

ମା’ଙ୍କୁ ଭେଟିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ମୋଦି

ଅହମ୍ମଦାବାଦ,୨୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏ ବିଷୟରେ ସୂଚନା ପାଇବା ମାତ୍ରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦରେ ପହଞ୍ଚି କଡା ସୁରକ୍ଷା ମଧ୍ୟରେ ଡାକ୍ତରଖାନାରେ ତାଙ୍କ ମା’ଙ୍କୁ ଭେଟିଛନ୍ତି। ଡାକ୍ତରୀ ଟିମ୍‌ କହିଛନ୍ତି, ପିଏମ ମୋଦିଙ୍କ ମା’ ହୀରାବେନଙ୍କ ଅବସ୍ଥା ସ୍ଥିର ରହିଛି। ବର୍ତ୍ତମାନ ସେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି।

ହୀରାବେନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବା ପରେ ‘ୟୁ ଏନ୍‌ ମେହେଟ୍ଟା ଇନଷ୍ଟିଚ୍ୟୁଟ ଅଫ କାର୍ଡିଓଲୋଜି ଆଣ୍ଡ ରିସର୍ଚ୍ଚ ସେଣ୍ଟର’ରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନାରେ ଭର୍ତ୍ତି ହେବାର କିଛି ସମୟ ପରେ ଡାକ୍ତରଖାନା ପକ୍ଷରୁ ଏକ ସ୍ବାସ୍ଥ୍ୟ ବୁଲେଟିନ ଜାରି କରାଯାଇଥିଲା। ଏଥିରେ କୁହାଯାଇଥିଲା ଯେ, ହୀରାବେନ ମୋଦି (୧୦୦)ଙ୍କ ଅବସ୍ଥା ସ୍ଥିର ରହିଛି। ମୋଦିଙ୍କ ଆଗମନ ପୂର୍ବରୁ ଡାକ୍ତରଖାନା ବାହାରେ ସୁରକ୍ଷା କଡାକଡି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri