Advertisement
Posted inଜାତୀୟ

ମା’ଙ୍କୁ ଭେଟିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ମୋଦି

ଅହମ୍ମଦାବାଦ,୨୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏ ବିଷୟରେ ସୂଚନା ପାଇବା ମାତ୍ରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦରେ ପହଞ୍ଚି କଡା ସୁରକ୍ଷା ମଧ୍ୟରେ ଡାକ୍ତରଖାନାରେ ତାଙ୍କ ମା’ଙ୍କୁ ଭେଟିଛନ୍ତି। ଡାକ୍ତରୀ ଟିମ୍‌ କହିଛନ୍ତି, ପିଏମ ମୋଦିଙ୍କ ମା’ ହୀରାବେନଙ୍କ ଅବସ୍ଥା ସ୍ଥିର ରହିଛି। ବର୍ତ୍ତମାନ ସେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି।

ହୀରାବେନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବା ପରେ ‘ୟୁ ଏନ୍‌ ମେହେଟ୍ଟା ଇନଷ୍ଟିଚ୍ୟୁଟ ଅଫ କାର୍ଡିଓଲୋଜି ଆଣ୍ଡ ରିସର୍ଚ୍ଚ ସେଣ୍ଟର’ରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନାରେ ଭର୍ତ୍ତି ହେବାର କିଛି ସମୟ ପରେ ଡାକ୍ତରଖାନା ପକ୍ଷରୁ ଏକ ସ୍ବାସ୍ଥ୍ୟ ବୁଲେଟିନ ଜାରି କରାଯାଇଥିଲା। ଏଥିରେ କୁହାଯାଇଥିଲା ଯେ, ହୀରାବେନ ମୋଦି (୧୦୦)ଙ୍କ ଅବସ୍ଥା ସ୍ଥିର ରହିଛି। ମୋଦିଙ୍କ ଆଗମନ ପୂର୍ବରୁ ଡାକ୍ତରଖାନା ବାହାରେ ସୁରକ୍ଷା କଡାକଡି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୦: ସରିନାହିଁ ଆନ୍ଦୋଳନ, ରାଜନୀତି

ପୁରୁଣା ବର୍ଷ ୨୦୧୯ ଧରାପୃଷ୍ଠରୁ ବିଦାୟ ନେଇସାରିଛି ଆଉ ପୃଥିବୀରେ ପାଦ ଦେଇଛି ନୂଆବର୍ଷ ୨୦୨୦। ନୂତନବର୍ଷ ସାଙ୍ଗରେ ନେଇ ଆସିଛି ୩୬୬ର (ଅଧିବର୍ଷ) ସମ୍ଭାବନାମୟ...

ମୋଦିଙ୍କ ଜନ୍ମଦିନକୁ ‘ସେବା ସପ୍ତାହ’ ଭାବେ ପାଳନ କରିବ ଭାଜପା

ନୂଆଦିଲ୍ଲୀ,୨୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନକୁ ଚଳିତ ବର୍ଷ ଭାରତୀୟ ଜନତା ପାର୍ଟି(ଭାଜପା) ଏକ ନିଆରା ଢଙ୍ଗରେ ପାଳନ କରିବାକୁ ପ୍ରସ୍ତୁତ ହେଉଛି। ଆସନ୍ତା ସେପ୍ଟେମ୍ବର...

ଜଗନ ମୋହନ ଓ୍ବାଇଏସ୍‌ଆର କଂଗ୍ରେସର ଆଜୀବନ ଅଧ୍ୟକ୍ଷ ନିର୍ବାଚିତ…

ହାଇଦ୍ରାବାଦ୍‌, ୯।୭ : ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଓ୍ବାଇଏସ ଜଗନ ମୋହନ ରେଡ୍ଡୀ ଶନିବାର ଓ୍ବାଇଏସ୍‌ଆର କଂଗ୍ରେସର ଆଜୀବନ ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ବର୍ତ୍ତମାନ ସେ ଜୀବନସାରା...

ଭାରତୀୟ ଛାତ୍ର ତିଆରି କଲେ ହାଲ୍‌କା ଉପଗ୍ରହ, ନାସା କରିବ ଲଞ୍ଚ୍‌

ଚେନ୍ନାଇ,୩୦।୧୨: ତାମିଲନାଡୁର ତ୍ରିଚିରେ ରହୁଥିବା ଜଣେ ଛାତ୍ର କମାଲ କରିଛନ୍ତି। ବିଶ୍ୱର ହାଲୁକା ଉପଗ୍ରହ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ଏହି ଛାତ୍ର। ତାଙ୍କ ଚମତ୍କାର...

ଟୁଇଟର-କେନ୍ଦ୍ର ଶୀତଳଯୁଦ୍ଧ

ନୂଆଦିଲ୍ଲୀ,୬।୬: ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ବେଳେ କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଟୁଇଟର ମଧ୍ୟରେ ଆରମ୍ଭ ହୋଇଥିବା...

କରୋନାରେ ମୃତ ୪ଶହ ଲୋକଙ୍କ ଅନ୍ତିମ ସଂସ୍କାର କରିଛନ୍ତି ଏହି ବ୍ୟକ୍ତି

କରୋନା ସମୟରେ ଅନେକ ଘଟଣା ଶୁଣିବାକୁ ମିଳିଛି। ଅନେକ ଲୋକଙ୍କର କାମଧନ୍ଦା ବନ୍ଦ ହୋଇଯାଇଛି ତ ଆଉ କେହି ଶହରରୁ ଜୀବିବା ହରାଇ ଗାଁକୁ ଚାଲିଆସିଛନ୍ତି।...

ସ୍ବଦେଶ ଫେରିିଲା ପଣ୍ଡିତ ଯଶରାଜଙ୍କ ପାର୍ଥିବ ଶରୀର

ମୁମ୍ବାଇ,୧୯।୮: ଶାସ୍ତ୍ରୀୟ ସଙ୍ଗୀତର ପ୍ରସିଦ୍ଧ ଗାୟକ ପଣ୍ଡିତ ଯଶରାଜଙ୍କ ଅଗଷ୍ଟ ୧୭ରେ ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା। ଆମେରିକାର...

ମାଲେଗାଁଓ ବିସ୍ଫୋରଣ ମାମଲା: କୋର୍ଟରେ ହାଜର ହେଲେ ସାଧ୍ୱୀ ପ୍ରଜ୍ଞା

ପାଟନା. ୭।୬: ୨୦୦୮ ମାଲେଗାଓଁ ବିସ୍ଫୋରଣର ଅଭିଯୁକ୍ତ ତଥା ଭାଜପା ସାଂସଦ ଏମ୍‌ପି ପ୍ରଜ୍ଞା ସିଂହ ଠାକୁର ଶୁକ୍ରବାର ମୁମ୍ବାଇ କୋର୍ଟରେ ହାଜର ହୋଇଛନ୍ତି। ସାଧ୍ୱୀ...

Advertisement
Archives

Model This Week