ଓଡ଼ିଶା ପାଇଁ ଟ୍ରମ୍ପଙ୍କ ଆମନ୍ତ୍ରଣକୁ ମନା କଲେ ମୋଦି, ଭୁବନେଶ୍ୱରରୁ କହିଦେଲେ…

ଭୁବନେଶ୍ୱର,୨୦।୬: ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଭୁବନେଶ୍ୱର ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହି ଅବସରରେ ସେ ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଛନ୍ତି। ସେ କହିଛନ୍ତି, ଏହି ବର୍ଷଟି ସୁଶାସନ ସ୍ଥାପନର ବର୍ଷ। ମୁଁ ଓଡ଼ିଶାବାସୀଙ୍କୁ ହୃଦୟରୁ ଅଭିନନ୍ଦନ ଜଣାଉଛି। ମୋହନ ସରକାରଙ୍କ ଟିମ୍‌କୁ ବଧାଇ ଜଣାଉଛି। ବର୍ଷକ ଭିତରେ ବେଶ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି। ଓଡ଼ିଶା ଆମର ସଂସ୍କୃତିକୁ ପରିପୂର୍ଣ୍ଣ କରିଛି। ବିଗତ ବର୍ଷକ ଭିତରେ ବିକାଶ ଓ ବିରାସତକୁ କରି ଦେଖାଇଛି। ଓଡ଼ିଶାରେ ଭାଜପା ବର୍ଷେ ପୂରଣ କରିଛି। ବର୍ଷ ପୂରଣ ସହ ଆଗକୁ ରଥଯାତ୍ରା ହେବାକୁ ଯାଉଛି। ଏଠି ଭାଜପା ସରକାର ହେଲା ପରେ ଶ୍ରୀମନ୍ଦିର ୪ ଦ୍ବାର ଖୋଲିଲା। ରତ୍ନଭଣ୍ଡାର ମଧ୍ୟ ଖୋଲି ଦିଆଗଲା।

ତେବେ ମୋଦି ଆହୁରି କହିଛନ୍ତି, କାନଡ଼ା ଗସ୍ତରେ ଥିଲାବେଳେ ଟ୍ରମ୍ପ ଆମେରିକା ଯିବାକୁ ନିମନ୍ତ୍ରଣ କଲେ। ମାତ୍ର ମୁଁ କହିଲି ମୋତେ ଜଗନ୍ନାଥ ଧାମରୁ ନିମନ୍ତ୍ରଣ ଅଛି। ଜଗନ୍ନାଥଙ୍କ ଧାମକୁ ଯିବାର ଅଛି, ଆମେରିକା ଯାଇ ହେବନି। ମହାପ୍ରଭୁ ମୋତେ ଏଠାକୁ ଟାଣି ଆଣିଛନ୍ତି।

ଓଡ଼ିଶା ଆସିବାର ଥିଲା । ମହାପ୍ରଭୁଙ୍କ ମାଟିକୁ ଆସିବାର ଥିଲା । ଖାସ୍‌ ସେଇଥି ପାଇଁ ଟ୍ରମ୍ପଙ୍କ କଥାକୁ ବି ଟାଳିଦେଲେ । ଆଉ ରୋକଠୋକ୍ ମନାକରିଦେଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ଏମିତି କିଛି କହିଛନ୍ତି ଯାହା ସମସ୍ତଙ୍କୁ ଚକିତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri