ଓଡ଼ିଶା ପାଇଁ ଟ୍ରମ୍ପଙ୍କ ଆମନ୍ତ୍ରଣକୁ ମନା କଲେ ମୋଦି, ଭୁବନେଶ୍ୱରରୁ କହିଦେଲେ…

ଭୁବନେଶ୍ୱର,୨୦।୬: ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଭୁବନେଶ୍ୱର ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହି ଅବସରରେ ସେ ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଛନ୍ତି। ସେ କହିଛନ୍ତି, ଏହି ବର୍ଷଟି ସୁଶାସନ ସ୍ଥାପନର ବର୍ଷ। ମୁଁ ଓଡ଼ିଶାବାସୀଙ୍କୁ ହୃଦୟରୁ ଅଭିନନ୍ଦନ ଜଣାଉଛି। ମୋହନ ସରକାରଙ୍କ ଟିମ୍‌କୁ ବଧାଇ ଜଣାଉଛି। ବର୍ଷକ ଭିତରେ ବେଶ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି। ଓଡ଼ିଶା ଆମର ସଂସ୍କୃତିକୁ ପରିପୂର୍ଣ୍ଣ କରିଛି। ବିଗତ ବର୍ଷକ ଭିତରେ ବିକାଶ ଓ ବିରାସତକୁ କରି ଦେଖାଇଛି। ଓଡ଼ିଶାରେ ଭାଜପା ବର୍ଷେ ପୂରଣ କରିଛି। ବର୍ଷ ପୂରଣ ସହ ଆଗକୁ ରଥଯାତ୍ରା ହେବାକୁ ଯାଉଛି। ଏଠି ଭାଜପା ସରକାର ହେଲା ପରେ ଶ୍ରୀମନ୍ଦିର ୪ ଦ୍ବାର ଖୋଲିଲା। ରତ୍ନଭଣ୍ଡାର ମଧ୍ୟ ଖୋଲି ଦିଆଗଲା।

ତେବେ ମୋଦି ଆହୁରି କହିଛନ୍ତି, କାନଡ଼ା ଗସ୍ତରେ ଥିଲାବେଳେ ଟ୍ରମ୍ପ ଆମେରିକା ଯିବାକୁ ନିମନ୍ତ୍ରଣ କଲେ। ମାତ୍ର ମୁଁ କହିଲି ମୋତେ ଜଗନ୍ନାଥ ଧାମରୁ ନିମନ୍ତ୍ରଣ ଅଛି। ଜଗନ୍ନାଥଙ୍କ ଧାମକୁ ଯିବାର ଅଛି, ଆମେରିକା ଯାଇ ହେବନି। ମହାପ୍ରଭୁ ମୋତେ ଏଠାକୁ ଟାଣି ଆଣିଛନ୍ତି।

ଓଡ଼ିଶା ଆସିବାର ଥିଲା । ମହାପ୍ରଭୁଙ୍କ ମାଟିକୁ ଆସିବାର ଥିଲା । ଖାସ୍‌ ସେଇଥି ପାଇଁ ଟ୍ରମ୍ପଙ୍କ କଥାକୁ ବି ଟାଳିଦେଲେ । ଆଉ ରୋକଠୋକ୍ ମନାକରିଦେଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ଏମିତି କିଛି କହିଛନ୍ତି ଯାହା ସମସ୍ତଙ୍କୁ ଚକିତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?