Posted inଜାତୀୟ

ଗର୍ଜିଲେ ମୋଦି, କେସିଆରଙ୍କୁ କହିଲେ ଫାର୍ମ ହାଉସ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୭।୧୧: ଏକ ନୂତନ ସରକାର ବାଛିବା ପାଇଁ ନଭେମ୍ବର ୩୦ରେ ଦେଶର ଦକ୍ଷିଣ ରାଜ୍ୟ ତେଲଙ୍ଗାନାରେ ମତଦାନ ଅନୁଷ୍ଠିତ ହେବାକୁ ଯାଉଛି। ରାଜ୍ୟର ୪୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ ଏବଂ ରାଜନୈତିକ ଦଳମାନେ ମଧ୍ୟ ନିଜର ବିଜୟ ଦାବି କରି ସାରିଛନ୍ତି। ନିର୍ବାଚନ ପ୍ରଚାରର ଶେଷ ପର୍ଯ୍ୟାୟ ଚାଲିଛି, ତେଣୁ ସମସ୍ତେ କଠିନ ପରିଶ୍ରମ କରୁଥିବା ଦେଖାଯାଉଛି। ଏହି କ୍ରମରେ ଭାଜପାର ଫାୟାର ବ୍ରାଣ୍ଡ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ମାଗୁଥିବାର ନଜର ଆସିଛି। ସୋମବାର ପ୍ରଧାନମନ୍ତ୍ରୀ ମୋଦି ତେଲଙ୍ଗାନାର ହାଇଦ୍ରାବାଦରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କେବଳ ଶାସକ ଦଳ ଉପରେ ସିଧାସଳଖ ଆକ୍ରମଣ କରିନାହାଁନ୍ତି ବରଂ ମୁଖ୍ୟମନ୍ତ୍ରୀ କେ.ସି.ଆର.ଙ୍କୁ ବି ଟାର୍ଗେଟ କରିଛନ୍ତି।

ତାଙ୍କ ସମ୍ବୋଧନରେ ମୋଦି ମୁଖ୍ୟମନ୍ତ୍ରୀ କେସିଆରଙ୍କୁ ଟାର୍ଗେଟ କରି ଖୁବ ବର୍ଷିଛନ୍ତି। ଏପରିକି ସେ ତାଙ୍କୁ ଫାର୍ମ ହାଉସ ସିଏମ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ତେଲଙ୍ଗାନାକୁ ବିଆରଏସ କବଳରୁ ମୁକ୍ତ କରିବା ଭାରତୀୟ ଜନତା ପାର୍ଟି ଏହାର କାମ ବୋଲି ବିବେଚନା କରୁଛି। ଭାଜପା ଯାହା ପ୍ରତିଶ୍ରୁତି ଦେଇଥାଏ, ତାହା ନିଶ୍ଚିତ ଭାବେ ପୂରଣ କରେ। ସେ ଏହା ମଧ୍ୟ କହିଛନ୍ତି ଯେ ଯେଉଁଠାରେ ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତି ଶେଷ ହୁଏ, ସେଠାରେ ମୋଦିଙ୍କ ଗ୍ୟାରେଣ୍ଟି ଆରମ୍ଭ ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri