Posted inଜାତୀୟ

ଟିକା ନେବା ପରେ ୪୦ କୋଟି ଲୋକ ପାଲଟି ଯାଇଛନ୍ତି ‘ବାହୁବଳୀ’: ମୋଦି

ନୂଆଦିଲ୍ଲୀ,୧୯ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷର ମୌସୁମୀ ଅଧିବେଶନରେ ଯୋଗ ଦେବାକୁ ସୋମବାର ସଂସଦରେ ପହଞ୍ଚିଥିଲେ । ଏହି ସମୟରେ ସେ ଖବରଦାତାଙ୍କ ସହ ଏକ ସଂକ୍ଷିପ୍ତ ସାକ୍ଷାତ୍‌କାର ଦେଇଥିଲେ । ମୋଦି ପ୍ରଥମେ କରୋନା ଭାଇରସକୁ ନେଇ କିଛି କହିବାକୁ ଚାହିଁଥିଲେ । ସେ କହିଥିଲେ କରୋନ ଏବେ ସାରା ବିଶ୍ୱକୁ ତା’କବଳକୁ ନେଇ ସାରିଛି । ହେଲେ ଦେଶରେ ଟିକାକରଣ ଯୋଗୁ ଆମେ ଅନେକ ଜୀବନ ବଞ୍ଚାଇବାରେ ବୋଧହୁଏ ସକ୍ଷମ ହୋଇଛୁ । ପ୍ରାୟତଃ ସମସ୍ତେ କରୋନା ଟିକାର ଗୋଟିଏ ଡୋଜ ନେଇ ସାରିଥିବେ । ଏହାପରେ ବି ଆମକୁ କରୋନା କଟାକଣା ମାନି ଚଳିବାକୁ ପଡିବ । ଏହି ସମୟରେ ମୋଦି କହିଥିଲେ ଟିକା ବାହୁରେ ନିଆଯାଉଛି । ଆଉ ଯିଏ ଏହାକୁ ନେଉଛି ସେ ‘ବାହୁବଳୀ’ ପାଲଟି ଯାଉଛି । କୋଭିଡ ଯୁଦ୍ଧରେ ଲଢୁଥିବା ଲୋକଙ୍କ ମଧ୍ୟରୁ ୪୦ କୋଟିରୁ ଅଧିକ ଲୋକ ଏବେ ବାହୁବଳୀ ପାଲଟି ଯାଇଛନ୍ତି । ତେଣୁ ଟିକାକରଣକୁ ଆହୁରି ଆଗକୁ ବଢାଇବାକୁ ଲକ୍ଷ୍ୟ ରଖାଯାଇଛି । ସେଥିପାଇଁ ଆମେ ଚାହୁଁଛୁ ଏହାକୁ ନେଇ ଗୃହରେ ଆଲୋଚନା ହେଉ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri