Posted inଜାତୀୟ

୨୦୨୪ ନିର୍ବାଚନକୁ ନେଇ ଭବିଷ୍ୟବାଣୀ କଲେ ମୋଦିଙ୍କ ପୂଜାରୀ

ନୂଆଦିଲ୍ଲୀ,୨୬।୫: ମଦୁରାଇ ଉଧିନମର ୨୯୩ତମ ପ୍ରଧାନ ପୂଜାରୀଙ୍କ ପକ୍ଷରୁ ୨୮ ମେ’ରେ ନୂଆ ସଂସଦ ଭବନର ଉଦଘାଟନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାଜଦଣ୍ଡ‘ସେଂଗୋଲ’ ଭେଟି ଦିଆଯିବ। ମଦୁରାଇ ଅଧିନମର ପ୍ରଧାନ ପୂଜାରୀ ଶ୍ରୀ ହରିହର ଦେସିକା ସ୍ବାମୀଗଲ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବିଶ୍ୱ ସ୍ତରରେ ଖୁବ ସମ୍ମାନ ମିଳିଛି, ଯାହାକୁ ନେଇ ଦେଶବାସୀ ଗର୍ବ କରୁଛନ୍ତି। ସେ କହିଛନ୍ତି ୨୦୨୪ରେ ବି ନରେନ୍ଦ୍ର ମୋଦିଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀ ଭାବେ ଫେରିବା ଦରକାର।

ସ୍ବାମୀଗଲ ଏଏନଆଇକୁ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଜଣେ ନେତା ଯିଏ ବିଶ୍ୱସ୍ତରୀୟ ପ୍ରଶଂସା ପାଇଛନ୍ତି। ସେ ଲୋକଙ୍କ ପାଇଁ ଭଲ କାମ କରୁଛନ୍ତି। ତାଙ୍କୁ ୨୦୨୪ରେ ପୁଣିଥରେ ପ୍ରଧାନମନ୍ତ୍ରୀ ହେବାକୁ ପଡିବ ଏବଂ ଲୋକଙ୍କୁ ମାର୍ଗଦର୍ଶନ ଦେଖାଇବାକୁ ପଡିବ। ଆମେ ସମସ୍ତେ ଗର୍ବିତ। କାରଣ ବିଶ୍ୱ ନେତାମାନେ ଆମର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri