Posted inଜାତୀୟ

କୁଏତରେ ଶ୍ରମିକଙ୍କ ସହ ଓଡ଼ିଆରେ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୨ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କୁଏତ ଗସ୍ତରେ ଯାଇଛନ୍ତି। ସେଠାରେ ଭାରତୀୟ ତଥା ଓଡ଼ିଆ ଶ୍ରମିକଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି । କ୍ୟାମ୍ପରେ ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳର ଜଣେ ଓଡ଼ିଆ ଯୁବକଙ୍କ ସହ ଓଡ଼ିଆରେ ମୋଦି କଥା ହୋଇଛନ୍ତି। ଯୁବକଙ୍କୁ ଜୟ ଜଗନ୍ନାଥ କହିବା ସହ ଧନ୍ୟବାଦ କହିଥିଲେ। ଏଥିସହିତ ମୋଦି କହିଛନ୍ତି, ଓଡ଼ିଶା ବିଶ୍ୱ ଆଗରେ ଐତିହ୍ୟ ଏବଂ ସଂସ୍କୃତି ଦେଖାଇବାର ସୁଯୋଗ ପାଇବ। ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ପାଳନ କରାଯିବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri