Posted inଜାତୀୟ

୭ ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ମୋଦି

ନୂଆଦିଲ୍ଲୀ, ୨୦।୭(ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଫୋନ୍‌ ଯୋଗେ ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି। ସମ୍ପୃକ୍ତ ରାଜ୍ୟଗୁଡ଼ିକର କରୋନା ସ୍ଥିତି ସମ୍ପର୍କରେ ମୋଦି ମୁଖ୍ୟମନ୍ତ୍ରୀମାନଙ୍କଠାରୁ ଅବଗତ ହୋଇଥିଲେ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରାଓ, ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଓ. ପନିରସେଲଭାମ୍‌, ହିମାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଏବଂ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଥିଲେ। କରୋନା ବ୍ୟତୀତ ବନ୍ୟା ଓ ଅନ୍ୟାନ୍ୟ ପ୍ରସଙ୍ଗରେ ମଧ୍ୟ ମୋଦି ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri