Posted inଜାତୀୟ

ହଠାତ୍‌ ଗୁରୁଦ୍ୱାରା ପହଞ୍ଚିଲେ ମୋଦି: ଗୁରୁ ତେଗ୍‌ ବାହାଦୂରଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୦।୧୨: ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନରେ ପଞ୍ଜାବ ଏବଂ ହରିୟାଣାର ଚାଷୀ ସଂଗଠନ ଗୁଡ଼ିକ କୃଷି ଆଇନ ହଟାଇବା ନେଇ ଦାବି ଜାରି ରଖିଛନ୍ତି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସକାଳେ ରକାବଗଞ୍ଜ ସ୍ଥିତ ଗୁରୁଦ୍ୱାରାରେ ହଠାତ୍‌ ପହଞ୍ଚିଛନ୍ତି। ସେ ସେଠାରେ ଗୁରୁ ତେଗ୍‌ ବାହାଦୂରଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ପୂର୍ବରୁ ମୋଦିଙ୍କ ଆସିବା ନେଇ କୌଣସି ସୂଚନା ନ ଥିବାରୁ ଗୁରୁଦ୍ୱାରାରେ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇ ନ ଥିଲା। ଜଣେ ସାଧାରଣ ଲୋକ ଭଳି ମୋଦି ଗୁରୁଦ୍ୱାରାରେ ପହଞ୍ଚିଥିଲେ। ସଂସଦ ଭବନ ନିକଟରେ ଥିବା ଏହି ଗୁରୁଦ୍ୱାରା ୧୭୮୩ରେ ନିର୍ମିତ ହୋଇଥିଲା। ଏଠାରେ ଗୁରୁତେଗ୍‌ ବାହାଦୂରଙ୍କ ଅନ୍ତିମ ସଂସ୍କାର କରାଯାଇଥିଲା। ହଠାତ୍‌ ମୋଦିଙ୍କ ଗୁରୁଦ୍ୱାରା ଗସ୍ତ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ- ଆମେରିକା ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସକାଳୁ ସକାଳୁ ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଇରାନ ସହିତ ଯୁଦ୍ଧ ଶେଷ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri