ନଅ ଦିନର ଉତ୍ସବ ସହ ନ୍ୟୁ ଜର୍ସିରେ ହେବ ଅକ୍ଷରଧାମ ମନ୍ଦିରର ଉଦଘାଟନ. ମୋଦି-ସୁନକ ଜଣାଇଲେ ଅଭିନନ୍ଦନ

ଓ୍ବାଶିଂଟନ,୩।୧୦: ନ୍ୟୁ ଜର୍ସିର ରୋବିନ୍ସଭିଲେ ସହରରେ ଖୁବ ଶୀଘ୍ର ଅକ୍ଷରଧାମ ମନ୍ଦିର ଖୋଲିବାକୁ ଯାଉଛି। ଏହାର ନିର୍ମାଣ ଶେଷ ହୋଇଛି। ଅକ୍ଟୋବର ୮ରେ ଏହି ମନ୍ଦିର ଉଦଘାଟନ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ସମସ୍ତେ ଉତ୍ସାହିତ ଅଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଏହାକୁ ନେଇ ସଭିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟୁ ଜର୍ସିରେ ଅକ୍ଷରଧାମ ମନ୍ଦିରର ଉଦଘାଟନୀ ସମାରୋହରେ ଖୁସି ବ୍ୟକ୍ତ କରିଛନ୍ତି। ସେ ରବିନ୍ସଭିଲ୍ଲାର ବିଏପିଏସ ସ୍ବାମୀନାରାୟଣ ଅକ୍ଷରଧାମକୁୁ ଲେଖିଥିବା ଏକ ପତ୍ରରେ କହିଛନ୍ତି, ‘ଅକ୍ଷରଧାମ ମହାମନ୍ଦିର ଉଦଘାଟନୀ ସମାରୋହ ବିଷୟରେ ଜାଣି ମୁଁ ଖୁସି। ଏହା ସମଗ୍ର ବିଶ୍ୱରେ ବହୁ ସଂଖ୍ୟାରେ ଭକ୍ତଙ୍କ ପାଇଁ ଗଭୀର ଆଧ୍ୟାତ୍ମିକ ମହତ୍ତ୍ୱ ରଖେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହୁରି ମଧ୍ୟ ଚିଠିରେ କହିଛନ୍ତି ଯେ ମନ୍ଦିର ଶତାବ୍ଦୀ ଧରି ସେବା ତଥା ସାମାଜିକ-ସାଂସ୍କୃତିକ କାର୍ଯ୍ୟକଳାପର କେନ୍ଦ୍ର ହୋଇଆସୁଛି। ଏହା କେବଳ ଭକ୍ତିର କେନ୍ଦ୍ର ନୁହଁନ୍ତି ବରଂ କଳା, ସ୍ଥାପତ୍ୟ ଉତ୍କର୍ଷ, ସାହିତ୍ୟ ଏବଂ ଜ୍ଞାନର ଅଭିବ୍ୟକ୍ତି ପାଇଁ ପ୍ଲାଟଫର୍ମ ଭାବରେ କାର୍ଯ୍ୟ କରନ୍ତି। ଏହିପରି ଗଭୀର ସାଂସ୍କୃତିକ ନୀତି ମାନବିକତାକୁ ଆଗାମୀ ପିଢି ପାଇଁ ମାର୍ଗଦର୍ଶନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri