ବାଲିରେ ପରସ୍ପରକୁ ଭେଟିବେ ମୋଦି-ସୁନକ

ଲଣ୍ଡନ/ନୂଆଦିଲ୍ଲୀ୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବ୍ରିଟେନର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଫୋନ ଯୋଗେ ଶୁଭେଚ୍ଛା ଜଣାଇବା ସହ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ଏହା ପରେ ପରସ୍ପରକୁ ଇଣ୍ଡୋନେସିଆର ବାଲିରେ ଭେଟିବେ ବୋଲି ଜଣାପଡିଛି। ନଭେମ୍ବର ମଧ୍ୟଭାଗରରେ ବାଲିରେ ଜି-୨୦ ନେତୃମଣ୍ଡଳୀଙ୍କ ବୈଠକ ହେବ। ଏହି ବୈଠକ ଅବସରରେ ସୁନକ ଓ ମୋଦି ପରସ୍ପରକୁ ବ୍ୟକ୍ତିଗତ ଭାବେ ଭେଟିବେ। ଏଥିସହ ୱାନ ଟୁ ୱାନ ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?