Posted inଜାତୀୟ

ରୋ-ପାକ୍ସ୍‌ ଫେରି ସେବା ଲୋକାର୍ପଣ କଲେ ମୋଦି: ପର୍ଯ୍ୟଟନ ଶିଳ୍ପର ହେବ ବିକାଶ

ଅହମଦାବାଦ,୮।୧୧: ଗୁଜରାଟର ହଜିରା ଏବଂ ଘୋଘା ମଧ୍ୟରେ ରୋ-ପାକ୍ସ୍‌ ଫେରି ସେବାର ଲୋକାର୍ପଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ରବିବାର ସମ୍ପନ୍ନ ହୋଇଛି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ମୋଦି କହିଛନ୍ତି ସେ ସୁରଟ ଏବଂ ସୌରାଷ୍ଟ୍ରର ବିକାଶ ପାଇଁ ସରକାର ପ୍ରତିଶ୍ରୁତି ବଦ୍ଧ। ଏହି ଫେରି ସେବା ଦ୍ୱାରା ପର୍ଯ୍ୟଟନ ଶିଳ୍ପର ବିକାଶ ସମ୍ଭବ ହୋଇପାରିବ। ଏହାଦ୍ୱାରା ସମୁଦ୍ର ପଥରେ ସୁରଟ ଏବଂ ସୌରାଷ୍ଟ୍ର ମଧ୍ୟରେ ଦୂରତା ୩୭୦ କିଲୋମିଟରରୁ ହ୍ରାସ ପାଇ ୯୦ କିଲୋମିଟର ହେବ। ଫଳରେ ସମୟ ସହିତ ଇନ୍ଧନ ବଞ୍ଚିବ ବୋଲି ମୋଦି କହିଛନ୍ତି। ଏହି ଲୋକାର୍ପଣ ଉତ୍ସବରେ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାରିଧାମ ତୀର୍ଥଯାତ୍ରୀଙ୍କ ପାଇଁ ୭ଟି ଭାଷାରେ ନିର୍ଦ୍ଦେଶାବଳୀ ଜାରି କଲେ ସରକାର

ଡେରାଡୁନ,୨୮।୪: ଉତ୍ତରାଖଣ୍ଡ ସରକାର ଚାରିଧାମ ଯାତ୍ରା କରୁଥିବା ତୀର୍ଥଯାତ୍ରୀଙ୍କ ପାଇଁ ହିନ୍ଦୀ ଏବଂ ଇଂରାଜୀ ବ୍ୟତୀତ ଅନ୍ୟ ସାତୋଟି ଭାରତୀୟ ଭାଷାରେ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ନିର୍ଦ୍ଦେଶାବଳୀ...

ଜୁନ୍‌ ୯ରେ ତିରୁପତି ଗସ୍ତ କରିବେ ମୋଦି

ଗୁଣ୍ଟୁର,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୯ ତାରିଖରେ ତିରୁପତି ବାଲାଜି ମନ୍ଦିର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏ ସମ୍ପର୍କରେ ଆନ୍ଧ୍ର ପ୍ରଦେଶର ଭାଜପା...

ବାଟ୍‌ଲା ହାଉସ ଏନକାଉଣ୍ଟର: ଅଭିଯୁକ୍ତଙ୍କୁ ଫାଶି

ନୂଆଦିଲ୍ଲୀ, ୧୫।୩ – ପୋଲିସ ଇନସପେକ୍ଟର ମୋହନ ଚାନ୍ଦ ଶର୍ମାଙ୍କ ହତ୍ୟା ଓ ୨୦୦୮ ବାଟ୍‌ଲା ହାଉସ ଏନକାଉଣ୍ଟର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଅରିଜ...

ହିମାଚଳ ପ୍ରଦେଶର ୭୪ ପ୍ରତିଶତ ବିଧାୟକ କୋଟିପତି, ୧୯ ଜଣଙ୍କ ବିରୋଧରେ ଅପରାଧୀକ ମାମଲା…

ଶିମଲା,୨୦।୧୦ : ହିମାଚଳ ଇଲେକଶନ ୱାଚ, ଆସୋସିଏଶନ ଫର୍‌ ଡେମୋକ୍ରାଟିକ ରିଫର୍ମସ (ଏଡିଆର) ଏବଂ ହିମାଚଳ ଜ୍ଞାନ ବିଜ୍ଞାନ ସମିତି ଦ୍ୱାରା ନିର୍ବାଚନ ସାକ୍ଷରତା ଅଭିଯାନ...

ନୂପୁର, ନବୀନଙ୍କୁ ଜେଲ ପଠାଅ

ନୂଆଦିଲ୍ଲୀ,୧୧ା୬: ଭାଜପା ନୂପୁର ଶର୍ମା ଓ ନବୀନ ଜିନ୍ଦଲଙ୍କୁ କେବଳ ମୁଖପାତ୍ର ପଦରୁ ହଟାଇ ଦଳରୁ ବାହାର କରିବା ପର୍ଯ୍ୟାପ୍ତ ନୁହେଁ। ପ୍ରଫେଟ୍‌ ମହମ୍ମଦଙ୍କ ବିରୋଧରେ...

ମା’ କାଳୀଙ୍କ ଆଶୀର୍ବାଦ ସର୍ବଦା ଭାରତ ସହ ଅଛି:ମୋଦି

ନୂଆଦିଲ୍ଲୀ,୧୦।୭:ପ୍ରାମାଣିକ ଚଳଚ୍ଚିତ୍ର ‘କାଳୀ’ର ଆପତ୍ତିଜନକ ପୋଷ୍ଟରକୁ ନେଇ ବିବାଦ ଥମୁନି। ବିବାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସ୍ବାମୀ ଆତ୍ମସ୍ଥାନନ୍ଦଙ୍କ ଶତବାର୍ଷିକୀ ଉତ୍ସବକୁ ସମ୍ବୋଧିତ...

ଓଡ଼ିଆରେ ଷ୍ଟାଫ୍‌ ସିଲେକ୍ସନ ପରୀକ୍ଷାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୯।୪: ଷ୍ଟାଫ୍‌ ସିଲେକ୍ସନ କମିଶନ ମଲ୍ଟିଟାସ୍କିଙ୍ଗ(ଅଣବୈଷୟିକ) କର୍ମଚାରୀ ଚୟନ ଲାଗି (ଏସ୍‌ଏସ୍‌ସି ଏମ୍‌ଟିଏସ୍‌) ପରୀକ୍ଷା,୨୦୨୨ ଏବଂ ମିଳିତ ଉଚ୍ଚମାଧ୍ୟମିକ ସ୍ତରୀୟ ପରୀକ୍ଷା (ସିଏଚ୍‌ଏସ୍‌ଏଲ୍‌ଇ),୨୦୨୨ ହିନ୍ଦୀ, ଇଂଲିଶ...

ବଢିବ ବିଜୁଳି ବିଲ୍‌: ଡିଇଆରସିର ନିଷ୍ପତ୍ତି ପରେ ବୟାନ ଜାରି କଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୬।୬: ଦିଲ୍ଲୀ ବଦ୍ୟୁତ ନିୟାମକ ଆୟୋଗ (ଡିଇଆରସି) ଦ୍ୱାରା ବିଦ୍ୟୁତ ହାର ବୃଦ୍ଧି ନେଇ ଦିଲ୍ଲୀ ସରକାରଙ୍କ ବିବୃତ୍ତି ସାମ୍ନାକୁ ଆସିଛି। ସରକାରଙ୍କ ଅନୁଯାୟୀ ଏହି...

Advertisement
Archives

Model This Week