Posted inଜାତୀୟ

କଂଗ୍ରେସକୁ ଟାର୍ଗେଟ କଲେ ମୋଦି

ନୂଆଦିଲ୍ଲୀ,୨୭ା୧୧: ଆଗାମୀ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଭାଜପା ସକ୍ରିୟ ଭାବେ ପ୍ରଚାର କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗୁଜୁରାଟର ଖେଡାଠାରେ ଏକ ନିର୍ବାଚନୀ ବୈଠକରେ ସମ୍ବୋଧିତ କରିଛନ୍ତି। ଆତଙ୍କବାଦ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦୀ ଜନସାଧାରଣଙ୍କୁ ସମ୍ବୋଧିତ କରିବା ବେଳେ କହିଛନ୍ତି, ଗୁଜରାଟ ଦୀର୍ଘଦିନରୁ ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଆସିଛି।

ସେ ଆହୁରି କହିଛନ୍ତି, ସୁରଟ ଏବଂ ଅହମ୍ମଦାବାଦରେ ହୋଇଥିବା ବିସ୍ଫୋରଣରେ ଗୁଜରାଟର ଲୋକମାନେ ପ୍ରାଣ ହରାଇଛନ୍ତି। ସେତେବେଳେ କଂଗ୍ରେସ କେନ୍ଦ୍ରରେ ଥିଲା। ଦିଲ୍ଲୀରେ ବଟଲା ହାଉସର ଏନ୍‌କାଉଣ୍ଟର ସମ୍ପର୍କରେ ପ୍ରଧାନମନ୍ତ୍ରୀ ବି କହିଛନ୍ତି, ଏହି ଘଟଣାରେ ଆତଙ୍କବାଦୀଙ୍କ ସମର୍ଥନରେ କଂଗ୍ରେସ ନେତାମାନେ କାନ୍ଦୁଛନ୍ତି। ଆତଙ୍କବାଦ ମଧ୍ୟ କଂଗ୍ରେସ ପାଇଁ ଭୋଟ ବ୍ୟାଙ୍କ ଅଟେ। ବର୍ତ୍ତମାନ କେବଳ କଂଗ୍ରେସ ନୁହେଁ, ଏଭଳି ଅନେକ ଦଳ ଉଭା ହୋଇଛନ୍ତି, ଯେଉଁମାନେ ସର୍ଟକଟ ଏବଂ ଆବେଦନ ରାଜନୀତିରେ ବିଶ୍ୱାସ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି…

‘ଜନସାଧାରଣଙ୍କ ରୋଜଗାରକୁ କିସ୍ତିରେ ଲୁଟୁଛନ୍ତି ସରକାର’, ଭାଜପାକୁ କଡ଼ା ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୩।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ନିରନ୍ତର ବୃଦ୍ଧିକୁ ନେଇ ଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ମାତ୍ର ଆଠ ଦିନ ମଧ୍ୟରେ ତୃତୀୟ ଥର ପାଇଁ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ମିଳିଲା ସୁରକ୍ଷା: ଜାଣନ୍ତୁ କିଏ ଉଠାଇବ ଖର୍ଚ୍ଚ

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଝାଲମୁଢି ପରିବେଷଣ କରିଥିବା ବିକ୍ରେତାଙ୍କୁ ଏବେ ସୁରକ୍ଷା ଯୋଗାଇ ଦିଆଯାଇଛି ବୋଲି ଜଣାପଡ଼ିଛି। ତାଙ୍କୁ ପାକିସ୍ତାନ ଏବଂ ବାଂଲାଦେଶ ସହିତ ଜଡିତ…

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri