ଆସନ୍ତାକାଲି ଭୁବନେଶ୍ୱରରେ ମୋଦି କରିବେ ରୋଡ ଶୋ’, ଦିନ ୨ଟାରୁ ଏହି ରାସ୍ତାରେ ଗାଡି ଚଳାଚଳ କରିବନି

ଭୁବନେଶ୍ୱର,୯।୫: ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ଏକ ରୋଡ ଶୋ’ କରିବେ। ରାତି ସାଢେ ୮ଟାରୁ ଭାଜପା ପାର୍ଟି ଅଫିସରୁ ଏହି ରୋଡ ଶୋ’ ବାହାରି ବାଣୀବିହାର ପର୍ଯ୍ୟନ୍ତ ଯିବ। ସେଥିପାଇଁ ମାଷ୍ଟରକ୍ୟାଣ୍ଟିନ୍‌ରୁ ବାଣୀବିହାର ପର୍ଯ୍ୟନ୍ତ ଟ୍ରାଫିକ କଟକଣା କରାଯାଇଛି। ତେବେ ଶୁକ୍ରବାର ଅପରାହ୍ନ ୨ଟାରୁ ରୋଡ ଶୋ’ ସରିବା ଯାଏ ଜନପଥରେ ଗାଡି ଚଳାଚଳ ଉପରେ କଟକଣା ଲଗାଯାଇଛି। ଏହା ସହିତ ଜନପଥକୁ ସଂଯୋଗ କରୁଥିବା କୌଣସି ଗଳିରୁ ଗାଡିଗୁଡିକୁ ରାସ୍ତାକୁ ଛଡାଯିବନି।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୨୦ରେ ବଜେଟ

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ ବିଧାନସଭା ବଜେଟ ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬। ଏପ୍ରିଲ…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri