Posted inଜାତୀୟ

ଆସନ୍ତାକାଲି ପୁଣି ପଶ୍ଚିମବଙ୍ଗ ଯିବେ ମୋଦି

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୋଟିଏ ମାସ ମଧ୍ୟରେ ତୃତୀୟ ଥର ପାଇଁ ଆସନ୍ତାକାଲି ଅର୍ଥାତ୍‌ ସୋମବାର ପଶ୍ଚିମବଙ୍ଗ ଗସ୍ତ କରିବେ। ପଶ୍ଚିମବଙ୍ଗରେ ହେବାକୁ ଥିବା ନିର୍ବାଚନକୁ ନେଇ ଦଳୀୟ ପ୍ରଚାର ଅଭିଯାନ ପାଇଁ ମୋଦି ଏହି ଗସ୍ତ କରିବେ। ହୁଗୁଳି ଜିଲାରେ ଏକ ସାଧାରଣ ସଭାରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ୨୩ ଜାନୁୟାରୀରେ ମୋଦି ପଶ୍ଚିମବଙ୍ଗ ଗସ୍ତ କରିଥିଲେ। ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜନ୍ମଦିବସରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସେ ପଶ୍ଚିମବଙ୍ଗ ଆସିଥିଲେ।
ପ୍ରଧାନମନ୍ତ୍ରୀ ହୁଗୁଳିରେ ପହଞ୍ଚିବା ନେଇ ବ୍ୟାପକ ବ୍ୟବସ୍ଥା କରାଯାଇଛି। କାଲି ସେଠାରେ ପହଞ୍ଚିବା ପରେ ରାଲି ଏବଂ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବେ ବୋଲି ଜଣାପଡ଼ିଛି। ଏନେଇ ପ୍ରଧାନମନ୍ତ୍ରୀ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯(ବନ୍ଦନା ସେଠୀ): ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?