Posted inଜାତୀୟ

ପୁଣିଥରେ ଗୁରୁଜନଙ୍କ ପାଦ ଛୁଇଁ ଚର୍ଚ୍ଚାକୁ ଆସିଲେ ମୋଦି

ବରାଣସୀ,୨୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବାରାଣସୀ ଲୋକ ସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମୋଦି ପ୍ରାର୍ଥିପତ୍ର ଦାଖଲ କରିବା ପୂର୍ବରୁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଆହୁରି କେତେଜଣ ନେତା ପହଞ୍ଚି ସାରିଥିଲେ। ମୋଦି କାଳଭରବ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଥିବା ଏନ୍‌ଡିଏର ସମସ୍ତ ନେତା ତାଙ୍କର ସ୍ବାଗତ କରିଥିଲେ ମୋଦି ମଧ୍ୟ ସମସ୍ତଙ୍କର ଅଭିବାଦନ ସ୍ବିକାର କରିଥିଲେ। ସେଠାରେ ଥିବା ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲଙ୍କୁ ଦେଖିବା ମାତ୍ରେ ମୋଦି ତାଙ୍କ ପାଦ ଛୁଇଁ ଆଶୀର୍ବାଦ ଭିକ୍ଷା କରିଥିଲେ। ସେହିପରି ବାରାଣସୀର ପାଣିନି ବାଳିକା ମହାବିଦ୍ୟାଳୟର ପ୍ରିନ୍ସିପାଲ ଅନ୍ନପୂର୍ଣ୍ଣା ଶୁକ୍ଳାଙ୍କ ପାଦଛୁଇଁ ମଧ୍ୟ ଆଶୀର୍ବାଦ ନେଇଥିଲେ ମୋଦି। ଅନ୍ନପୁର୍ଣ୍ଣା ଶୁକ୍ଳା ପଣ୍ଡିତ ମଦନ ମୋହନ ମାଲବିୟଙ୍କ ପାଳିତ କନ୍ୟା ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ନୀତିଶ ଯିବେ ଦିଲ୍ଲୀ, ବିହାର ସମ୍ଭାଳିବେ ପୁଅ; କାଲିଠାରୁ ସକ୍ରିୟ ରାଜନୀତିରେ ଏଣ୍ଟ୍ରି, ହୋଇପାରନ୍ତି Dy CM

ପାଟନା,୬।୩: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ରାଜନୀତି ଛାଡ଼ି ଜାତୀୟ ରାଜନୀତିକୁ ଯିବା ପ୍ରାୟତଃ ସ୍ପଷ୍ଟ…

ଆସିଲା ବଡ ଖବର; ସୋମବାରଠୁ ପେଟ୍ରୋଲ ପମ୍ପରେ ଆଉ ମିଳିବନି ତେଲ!

ଇସଲାମାବାଦ୍,୬ା୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ଆରବ ଦେଶଗୁଡ଼ିକୁ ଆଉ ଏକ ବଡ଼ ଝଟକା ଲାଗିଛି। ପେଟ୍ରୋଲ-ଡିଜେଲକୁ ନେଇ ସବୁଠି ଦେଖା ଦେଇଛି ବଡ ସଙ୍କଟ।…

ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ ପାଇଁ ରହିଛି ଷ୍ଟକ୍‌

ନୂଆଦିଲ୍ଲୀ,୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବେ ଖୋଲା ଯୁଦ୍ଧରେ ପରିଣତ ହୋଇଛି, ଆମେରିକା ଏବଂ ଇସ୍ରାଏଲର ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଇରାନକୁ ଗଭୀର ଭାବରେ କ୍ଷତି ପହଞ୍ଚାଇଛି। ଇରାନ…

ଯୁଦ୍ଧ ଭିତରେ ଭାରତକୁ ବଡ଼ ବିପଦ, ବଙ୍ଗୋପସାଗରରୁ ହୋଇପାରେ ଆଟାକ୍‌!

ନୂଆଦିଲ୍ଲୀ,୬।୩: ତାଇୱାନ ଉପରେ ଆକ୍ରମଣ କରିବା ପୂର୍ୱରୁ, ଚାଇନା କ’ଣ ଭାରତକୁ ବହୁମୁଖୀ ମୋର୍ଚ୍ଚାରେ ସାମିଲ କରିବାକୁ ଚାହୁଁଛି? କାରଣ ଚାଇନା ଜାଣେ ଯେ ତାଇୱାନ ଉପରେ…

ପୂରଣ ହେଲା ସ୍ବପ୍ନ, UPSC ପରୀକ୍ଷାରେ ବାଜି ମାରିଲେ ଭାଜପା ନେତାଙ୍କ ପୁଅ

ନୂଆଦିଲ୍ଲୀ,୬।୩: ୟୁନିଅନ ପବ୍ଲିକ ସର୍ଭିସ କମିଶନ (UPSC) ସିଭିଲ ସର୍ଭିସେସ ପରୀକ୍ଷା ୨୦୨୫ ପାଇଁ ଚୂଡ଼ାନ୍ତ ଫଳାଫଳ ପ୍ରକାଶ କରିଛି। ହରିୟାଣାର ଜଣେ ଭାଜପା ନେତାଙ୍କ ପୁଅ…

‘ଯେମିତି କରିବ ସେମିତି ମିଳିବ…’, ଚାଚା ନୀତୀଶଙ୍କୁ ନେଇ ଏମିତି କ’ଣ କହିଦେଲେ ରୋହିଣୀ? ଯାହାକୁ ନେଇ ହେଲାଣି ଖୁବ ଚର୍ଚ୍ଚା

ପାଟନା,୬।୩: ନୀତୀଶ କୁମାର ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ସେ ରାଜ୍ୟ ସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି (ନୀତୀଶ କୁମାର ରାଜ୍ୟ ସଭା…

ପ୍ରକାଶ ପାଇଲା ସିଭିଲ ସର୍ଭିସ୍‌ ରେଜଲ୍ଟ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର, ଜାଣନ୍ତୁ ପୂରା ଲିଷ୍ଟ…

ନୂଆଦିଲ୍ଲୀ,୬ା୩: ୟୁନିଅନ୍ ପବ୍ଲିକ୍ ସର୍ଭିସ୍ କମିଶନ(UPSC) ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଅନୁଜ ଅଗ୍ନିହୋତ୍ରୀ ଟପ୍ପର ହୋଇଥିବାବେଳେ ଦ୍ୱିତୀୟରେ…

ନୀତୀଶ କୁମାରଙ୍କୁ ବିରୋଧ କଲେଣି ପରିବାର, ମୋଦିଙ୍କ ପୋଷ୍ଟରରେ ଲଗାଇଲେ କାଳି, ‘ଲଲନ ସିଂ, ସଞ୍ଜୟ ଝା ସଭିଙ୍କ ଉପରେ…’

ପାଟନା,୬।୩: ନୀତୀଶ କୁମାର ରାଜ୍ୟ ସଭା ପାଇଁ ପ୍ରାର୍ଥୀ ହେବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ବିହାରରୁ ତାଙ୍କ ବିଦାୟ କେବଳ ଦଳୀୟ କର୍ମୀଙ୍କୁ ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri