୧୦ ଘଣ୍ଟା ଟ୍ରେନ୍‌ ଯାତ୍ରା କଲେ ମୋଦି

କିଭ୍‌,୨୩।୮: ଆଜିକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁରୋପରେ ଅଛନ୍ତି। ସେ ଅଗଷ୍ଟ ୨୧ ଏବଂ ୨୨ରେ ଦୁଇ ଦିନିଆ ପୋଲାଣ୍ଡ ଗସ୍ତରେ ରାଜଧାନୀ ୱାର୍ସରେ ଥିଲେ। ପୋଲାଣ୍ଡ ଗସ୍ତ ଶେଷ କରିବା ପରେ ପ୍ରଧାନମନ୍ତ୍ରୀ ଟ୍ରେନରେ ୧୦ ଘଣ୍ଟାର ଯାତ୍ରା ପରେ ବର୍ତ୍ତମାନ ୟୁକ୍ରେନରେ ପହଞ୍ଚିଛନ୍ତି। ମୋଦି ଶୁକ୍ରବାର ସକାଳ ଠାରୁ ପ୍ରାୟ ୭ ଘଣ୍ଟା ପାଇଁ ୟୁକ୍ରେନର ରାଜଧାନୀ କିଭରେ ରହିବେ। ତାଙ୍କ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ ଆଲୋଚନା କରିବେ। ୟୁକ୍ରେନ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ଉପରେ ମଧ୍ୟ ଆଲୋଚନା ହେବ।
ସୂଚନାଯୋଗ୍ୟ ଯେ, ପ୍ରାୟ ତିନି ଦଶନ୍ଧି ପୂର୍ବରୁ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ ସ୍ଥାପନ ପରେ ଏହା ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ୟୁକ୍ରେନକୁ ପ୍ରଥମ ଗସ୍ତ ହେବ। ଏହି ଯାତ୍ରା ଉପରେ ସମଗ୍ର ବିଶ୍ୱ ନଜର ରଖିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ୟୁକ୍ରେନ ଗସ୍ତକୁ ଆମେରିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri