Posted inଜାତୀୟ

ଫ୍ରାନ୍ସରେ ଥାଇ ଦିଲ୍ଲୀ ବନ୍ୟା କଥା ପଚାରି ବୁଝିଲେ ମୋଦି

ନୂଆଦିଲ୍ଲୀ,୧୪ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ଫ୍ରାନ୍ସ ଗସ୍ତରେ ଯାଇଛନ୍ତି। ଏହି ସମୟରେ ଦିଲ୍ଲୀରେ ପ୍ରବଳ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ବିଦେଶରେ ଥାଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଫୋନ୍‌ କରି ଦିଲ୍ଲୀର ବନ୍ୟା ପରିସ୍ଥିତ ବିଷୟରେ ପଚାରି ବୁଝିଛନ୍ତି।

delhi metro: Delhi flood: Metro trains crossing bridges with restricted speed, Yamuna bank metro station closed - The Economic Times

ଶାହାଙ୍କ ଅଫିସିଆଲ ଟୁଇଟର ଆକାଉଣ୍ଟରେ ସୂଚନା ଦିଆଯାଇଛି ଯେ, ଯମୁନା ନଦୀରେ ଜଳସ୍ତର ଦିଲ୍ଲୀରେ ବିପଦ ସଙ୍କେତ ଟପିଥିବାରୁ ପ୍ରଧାନମନ୍ତ୍ରୀ ଶାହାଙ୍କୁ କଲ୍‌ କରିଛନ୍ତି। ଗୋଟିଏ ଦିନ ମଧ୍ୟରେ ଜଳସ୍ତର ହ୍ରାସ ପାଇବ ବୋଲି ଶାହା ପ୍ରଧାନମନ୍ତ୍ରୀଙ୍କୁ କହିଛନ୍ତି। ଶାହା କହିଛନ୍ତି, ଏଲ୍‌ଜି ଦିଲ୍ଲୀ ସହିତ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟ ଜାରି ରଖିବାକୁ ପରାମର୍ଶ ଦିଆଯାଇଛି। ଲୋକଙ୍କୁ ସାହାଯ୍ୟ କରିବା ପାଇଁ ପର୍ଯ୍ୟାପ୍ତ ସଂଖ୍ୟକ ଏନ୍‌ଡିଆର୍‌ଏଫ୍‌ ଦଳ ନିୟୋଜିତ ହୋଇଛନ୍ତି ବୋଲି ଟୁଇଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri