Posted inଜାତୀୟ

ନୂଆ ୧୦୦ ଟଙ୍କିଆ କଏନ୍‌ର ଲୋକାର୍ପଣ କଲେ ମୋଦି

ନୂଆଦିଲ୍ଲୀ, ୧୨।୧୦: ରାଜମାତା ବିଜୟା ରାଜେ ସିନ୍ଧିଆଙ୍କ ସ୍ମୃତିରେ ଏକ ନୂଆ ୧୦୦ ଟଙ୍କିଆ କଏନ୍‌ର ଲୋକାର୍ପଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏହାର ଲୋକାର୍ପଣ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କରିଛନ୍ତି। ରାଜମାତାଙ୍କ ଶହେତମ ଜନ୍ମ ବାର୍ଷିକୀ ଅବସରରେ ଏହାକୁ ଅର୍ଥମନ୍ତ୍ରଣାଳୟ ପକ୍ଷରୁ ତିଆରି କରାଯାଇଛି। ଏହି କଏନ୍‌ ଗୋଟିଏ ପଟେ ୧୦୦ ଟଙ୍କା ଏବଂ ଭାରତ ଖୋଦିତ ହୋଇଥିବାବେଳେ ଅନ୍ୟ ପାର୍ଶ୍ୱରେ ରାଜମାତା ବିଜୟା ରାଜେଙ୍କ ପ୍ରତିଛବି ଏବଂ ୨୦୧୦ରୁ ୨୦୧୯ ଖୋଦିତ ହୋଇଛି। ଏହା ସହିତ ଶ୍ରୀମତୀ ବିଜୟା ରାଜେ ସିନ୍ଧିଆଙ୍କ ଜନ୍ମ ଶତବାର୍ଷିକୀ ବୋଲି ମଧ୍ୟ ଖୋଦିତ ହୋଇଛି। ରାଜମାତା ଲୋକ ସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ସମ୍ପନ୍ନ କରିଥିଲେ ବୋଲି ପ୍ରଧାନମନ୍ତ୍ରୀ ଏହି ଅବସରରେ କହିଛନ୍ତି। ଗରିବଙ୍କ ପାଇଁ ରାଜମାତାଙ୍କ କାର୍ଯ୍ୟ ଦେଶ ସର୍ବଦା ମନେ ରଖିବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରିବଙ୍କ ହିତରେ ବଜେଟ

ନୂଆଦିଲ୍ଲୀ,୩ା୨(ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟରେ ଶନିବାର ଉପସ୍ଥାପିତ ୨୦୨୦-୨୧ ଆର୍ଥିକ ବର୍ଷର ବଜେଟକୁ ୪୪% ଲୋକ ଗରିବଙ୍କ ହିତରେ ବୋଲି ଆଇଏଏନ୍‌ଏସ୍‌-ସିଭୋଟର ପକ୍ଷରୁ କରାଯାଇଥିବା ସର୍ଭେରେ କୁହାଯାଇଛି। ଏଥିରେ...

ମହାରାଷ୍ଟ୍ରରେ ଅଟକି ରହିଛନ୍ତି ୨୦ ଲକ୍ଷ ପ୍ରବାସୀ ଶ୍ରମିକ

ମୁମ୍ବାଇ,୧୭।୫: କରୋନା ସଂକ୍ରମଣ ଭାରତରେ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଲକ୍‌ଡାଉନ୍‌...

ବର ପଢ଼ିପାରିଲେନି ଖବରକାଗଜ: କନ୍ୟା ଭାଙ୍ଗିଦେଲେ ବାହାଘର

ଅରୈୟା,୨୫।୬: ପୂର୍ବରୁ ବିବାହ ଭାଙ୍ଗିବା ନେଇ ଅନେକ କାରଣ ଶୁଣିଥିବେ। ହେଲେ କେବେ ଶୁଣିଛନ୍ତି କି, ବର ଖବରକାଗଜ ପଢ଼ି ନ ପାରିବାରୁ ବିବାହ ଭାଙ୍ଗିଯିବା...

କଂଗ୍ରେସକୁ ଆଶ୍ୱସ୍ତି, ଚିନ୍ତନ ଶିବିରରେ ଜି୨୩ର ସମସ୍ତ ସମସ୍ୟାର ସମାଧାନ!

ନୂଆଦିଲ୍ଲୀ,୧୫ ।୫: ଏବେ ବୁଡିଯାଉଥିବା ଡଙ୍କାକୁ କୂଳରେ ଲଗାଇବାକୁ ଚେଷ୍ଟା କରୁଛି କଂଗ୍ରେସ । ବେଶ କିଛି ବର୍ଷ ହେବ ପ୍ରାୟ ସମସ୍ତ ନିର୍ବାନରେ ଶୋଚନୀୟ...

ଅତିକ ଏବେ କଏଦୀ ନମ୍ବର ୧୭୦୫୨

ପ୍ରୟାଗରାଜ,୩୧ ।୩: ସାବରମତି ଜେଲରେ ଅତିକ ଅହମଦ ଏବେ କଏଦୀ ନମ୍ବର ୧୭୦୫୨ ଭାବେ ପରିଚିତ ହେବେ । ସଜା ଭୋଗୁଥିବା କଏଦୀ ଭାବେ ଶୁକ୍ରବାର...

ମଧୁଶାଳା ସ୍ଥାନରେ ନିର୍ମାଣ ହେବ ଗୋଶାଳା: ଉମା ଭାରତୀ…

ଭୋପାଳ,୧।୨ : ଭାଜପାର ବରିଷ୍ଠ ନେତ୍ରୀ ଉମା ଭାରତୀ ମଧ୍ୟପ୍ରଦେଶରେ ମହିଳାଙ୍କ ପ୍ରତି ହେଉଥିବା ଅପରାଧ ବୃଦ୍ଧି ହେବାର ଅନ୍ୟତମ କାରଣ ମଦ୍ୟପାନ ବୋଲି କହିଛନ୍ତି।...

ରାଜନୈତିକ ହିଂସା: ଶୁଭେନ୍ଦୁ-ତୃଣମୂଳ ସମର୍ଥକ ମୁହାଁମୁହିଁ

କୋଲକାତା,୨୩।୧୨: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ବଢ଼ିବାରେ ଲାଗିଛି। ପୂର୍ବ ମେଦିନାପୁରରେ ଶୁଭେନ୍ଦୁ ଅଧିକାରୀ ଏବଂ କେତେକ ତୃଣମୂଳ କଂଗ୍ରେସ ସମର୍ଥକ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ...

ଧାର୍ମିକ ସ୍ଥଳ ଖୋଲିବାକୁ ମିଳିଲା ଅନୁମତି, ହଟିଲା ୱିକ ଏଣ୍ଡ କର୍ଫ୍ୟୁ

ବେଙ୍ଗାଲୁରୁ,୪ ।୭: ସମୟକ୍ରମେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ କର୍ନାଟକ ସରକାର ଲଗାଇଥିବା କଟକଣାରେ କିଛିଟା କୋହଳ କହିଛନ୍ତି । ଏବେ ରାଜ୍ୟରେ ଧାର୍ମିକ...

Advertisement
Archives

Model This Week