Posted inଜାତୀୟ

ସ୍ବଦେଶୀ ଉତ୍ପାଦ କିଣିବାକୁ ଅନୁରୋଧ କଲେ ମୋଦି

ନୂଆଦିଲ୍ଲୀ,୯।୧୧: ଦୀପାବଳିରେ ସ୍ବଦେଶ ଉତ୍ପାଦ କିଣିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି। ଏହାଦ୍ୱାରା ଘରୋଇ ଉଦ୍ୟୋଗର ବିକାଶ ସମ୍ଭବ ହୋଇପାରିବ ବୋଲି ମୋଦି କହିଛନ୍ତି। ଦୀପଠାରୁ ଆରମ୍ଭ କରି ବିଦ୍ୟୁତ୍‌ ଲାଇଟ୍‌ ସମସ୍ତ ଉତ୍ପାଦ କିଣୁଥିବା ସମୟରେ ଘରୋଇ ଉତ୍ପାଦକୁ ଗୁରୁତ୍ୱଦେବାର ଆବଶ୍ୟକତା ଉପରେ ମୋଦି ଜୋର୍‌ ଦେଇଛନ୍ତି। କରୋନା ମହାମାରୀ ସଙ୍କଟ ସମୟରେ ଏଭଳି ମନୋଭାବ ରଖିବା ଦ୍ୱାରା ଆର୍ଥିକ କ୍ଷେତ୍ରରେ ଦେଶ ମଜବୁତ ହେବା ସହିତ ଆତ୍ମନିର୍ଭରଶୀଳ ଭାରତ ଗଠନ ସମ୍ଭବ ହୋଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ନେତାଙ୍କୁ ସାକ୍ଷାତ୍‌ କଲେ ମାୟାବତୀ

ଲକ୍ଷ୍ନୌ,୫।୯: ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୁଶ୍ରୀ ମାୟାବତୀ ଗୁରୁବାର ଦଳୀୟ ନେତାଙ୍କ ସହ ସାକ୍ଷାତ୍‌ କରିଛନ୍ତି। ଆଗାମୀ...

‘ଆମିଷ ଖାଇ ନେତା ଗଲେ ମନ୍ଦିର’, କର୍ନାଟକ କଂଗ୍ରେସର ଭାଜପାକୁ ଟାର୍ଗେଟ

ବେଙ୍ଗାଲୁରୁ,୨୪ ।୨: କର୍ନାଟକ କଂଗ୍ରେସ ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ମହାସଚିବ ସିଟି ରବିଙ୍କ ଉପରେ ଆମିଷ ଭୋଜନ କରିବା ପରେ ମନ୍ଦିର ପ୍ରବେଶ କରିଥିବା...

ଆସାମରେ ଆଫ୍ରିକାନ ‘ସ୍ବାଇନ୍‌ ଫ୍ଲୁ’ ଚିହ୍ନଟ

ଦିସପୁର,୧୭।୭: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏବେ ଚିନ୍ତା ବଢାଇଲାଣି ଆଫ୍ରିକାନ ‘ସ୍ବାଇନ୍‌ ଫ୍ଲୁ’। ଆସାମରେ ଘୁଷୁରୀମାନଙ୍କ ମଧ୍ୟରେ ଆଫ୍ରିକାନ ‘ସ୍ବାଇନ୍‌ ଫ୍ଲୁ...

କରୋନା ଗ୍ରାଫ୍‌ ଟପିଲା ୪୩ ହଜାର: ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୯୭

ନୂଆଦିଲ୍ଲୀ,୨୧।୩: ଦେଶରେ କରୋନାର ଦ୍ୱିତୀୟ ସଂକ୍ରମଣ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ...

ବିଏସ୍‌ଏଫ୍‌କୁ ମିଳିଲା ପାକିସ୍ତାନ ନିର୍ମିତ ଗୁପ୍ତ ସୁଡ଼ଙ୍ଗ

ଜମ୍ମୁ,୧୩।୧: ଭାରତ-ପାକ ସୀମାରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ପାଇଁ ନିର୍ମିତ ୧୫୦ ମିଟର ଲମ୍ବା ସୁଡଙ୍ଗ ଠାବ କରିଛି ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)। ବିଏସ୍‌ଏଫ୍‌...

ପାୱାରଙ୍କୁ ପ୍ରେରଣା ଦେଲା ନୀତୀଶଙ୍କ ପଦକ୍ଷେପ…

ମୁମ୍ବାଇ, ୧୧।୮ : ବିହାର ରାଜନୀତିରେ ପରିବର୍ତ୍ତନର ପ୍ରଭାବ ମହାରାଷ୍ଟ୍ରରେ ମଧ୍ୟ ଦେଖାଯାଉଛି। ପ୍ରକାଶ ଯେ, ଶରଦ ପାୱାରଙ୍କ ଜାତୀୟତାବାଦୀ କଂଗ୍ରେସ ପାର୍ଟି ମହା ବିକାଶ...

ସୀମା ସଂଘର୍ଷ ପରେ ଆଜି ମୋଦି-ଜିନ୍‌ପିଙ୍ଗ୍‌ ପ୍ରଥମ ଭେଟ

ନୂଆଦିଲ୍ଲୀ,୧୬।୯:୨୦୨୦ରେ ପୂର୍ବ ଲଦାଖରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି...

୭ରୁ ୧୧ବର୍ଷର ପିଲାଙ୍କୁ କୋଭୋଭାକ୍ସର ଜରୁରୀକାଳୀନ ବ୍ୟବହାର ପାଇଁ ସୁପାରିଶ

ନୂଆଦିଲ୍ଲୀ,୨୫।୬: ସେଣ୍ଟ୍ରାଲ ଡ୍ରଗ୍ସ ଅଥରିଟି ଅଫ୍‌ ଇଣ୍ଡିଆର ଏକ ବିଶେଷଜ୍ଞ କମିଟି ଶୁକ୍ରବାର ୭ରୁୁ ୧୧ବର୍ଷ ବୟସର ପିଲାମାନଙ୍କ ପାଇଁ ସେରମ ଇନ୍‌ଷ୍ଟିଚ୍ୟୁଟର କୋଭୋଭାକ୍ସ ଟିକାର...

Advertisement
Archives

Model This Week