Posted inଜାତୀୟ

ମୋଦି ନେଲେ କରୋନା ଟିକା

ନୂଆଦିଲ୍ଲୀ,୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କରୋନା ଟିକା ନେଇଛନ୍ତି। ସାର୍ବଜନୀକ ଟିକାକରଣ ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ସକାଳେ ଦିଲ୍ଲୀ ଏମ୍ସ୍‌ରେ ପହଞ୍ଚି ଟିକା ନେବା ସହିତ ଦେଶବାସୀଙ୍କ ଏଭଳି କରିବାକୁ ଅପିଲ୍‌ କରିଛନ୍ତି। ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ ଟିକା ସେ ନେଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, କରୋନା ଲଢ଼େଇରେ ଭାରତର ବୈଜ୍ଞାନିକ ତଥା ଡାକ୍ତରମାନେ ଅକ୍ଲାନ୍ତ ପରିଶ୍ରମ କରି ସଫଳତା ହାସଲ କରିପାରିଛନ୍ତି। ଏହା ପୃଥିବୀ ପାଇଁ ଏକ ଉଦାହରଣ ପାଲଟିଛି। ପ୍ରଧାନମନ୍ତ୍ରୀ କୋଭାକ୍ସିନ୍‌ ନେଇ ଦେଶବାସୀଙ୍କୁ ଏହି ଟିକା ସୁରକ୍ଷିତ ବୋଲି ବାର୍ତ୍ତା ଦେଇଛନ୍ତି। ଏହାଦ୍ୱାରା କୋଭାକ୍ସିନ୍‌ ଟିକା ନେବା ନେଇ ଲୋକଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଶଙ୍କା ଦୂର ହେବା ସହିତ ଆତ୍ମନିର୍ଭର ଭାରତ ଗଠନ ଲକ୍ଷ୍ୟକୁ ପ୍ରଶସ୍ତ ହୋଇ ପାରିବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri