Odisha Elections 2024
Posted inଜାତୀୟ

‘ମଉଜ କରିବାକୁ ମୋଦି ଜନ୍ମ ହୋଇନି’, ନଓ୍ବାଡାରେ ଗର୍ଜିଲେ ମୋଦି

ନଓ୍ବାଡା,୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବିହାରର ନଓ୍ବାଡାରେ ବଡ଼ ରାଲି କରିଛନ୍ତି। ନଓ୍ବାଡାରେ ତାଙ୍କ ସହ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ସାମିଲ ଅଛନ୍ତି। ମୋଦି ବିଶାଳ ଜନସମାବେଶକୁ ସମ୍ବୋଧିତ କରି ବିରୋଧୀ ଦଳଙ୍କ ଉପରେ ବର୍ଷିଛନ୍ତି। ମୋଦି କହିଛନ୍ତି, ‘ମଉଜ କରିବାକୁ ମୋଦି ଜନ୍ମ ହୋଇନାହିଁ। ମୋର କେବଳ ଗୋଟିଏ ମିଶନ, ତାହା ହେଉଛି ଦେଶରୁ ଗରିବ ଦୂରିକରଣ କରିବା’।

ମୋଦି ଆହୁରି କହିଛନ୍ତି, ଆମେ ୧୦ବର୍ଷରେ ଯେତିକି ହାସଲ କରିଛୁ ସେତିକି ସ୍ବାଧୀନତା ପରେ ୬୦ବର୍ଷରେ ସେତିକି କରିପାରି ନ ଥିଲୁ। ଇଣ୍ଡିଆ ମେଣ୍ଟ ମୋଦିର ଗ୍ୟାରେଣ୍ଟିକୁ ନେଇ ଚିନ୍ତାରେ ଅଛି। ସେହିପରି ବିହାରର କ୍ରମବିକାଶକୁ ନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଓ ଉପ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଖରେ ଭୋଟ୍‌ ପରିଚୟପତ୍ର ନାହିଁ କି? ତଥାପି ଦେଇପାରିବେ ଭୋଟ୍‌… ଜାଣନ୍ତୁ କ’ଣ ରହିଛି ବ୍ୟବସ୍ଥା

ନୂଆଦିଲ୍ଲୀ,୨୪।୫: ସାଧାରଣ ନିର୍ବାଚନ ଲାଗି ବାଜିଛି ବିଗୁଲ। ଏପ୍ରିଲ ୧୯ରେ ଦେଶରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ୨୦୨୪ରେ ୭ଟି ପର୍ଯ୍ୟାୟରେ ବିଭିନ୍ନ...

ମୋତେ ଭୋଟ ଦେଲେ ପୂଣ୍ୟ ମିଳିବ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪।୫:ଉତ୍ତର ପ୍ରଦେଶର ଏକ ବସ୍ତିରେ ନିର୍ବାଚନୀ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଚାର ଅଭିଯାନ ସମୟରେ ସେ ନିଜକୁ ଇଶ୍ୱର ପ୍ରଦତ୍ତ କହିବା ସହ...

ପ୍ରଚାର ପାଇଁ ଏକାଠି ଦେଖାଯାଉ ନାହାନ୍ତି ରାହୁଲ-କେଜରିଓ୍ବାଲ, କାରଣରେ ବିସ୍ଫୋରକ ବୟାନ ଦେଲେ କଂଗ୍ରେସର ବଡ଼ ନେତା

ନୂଆଦିଲ୍ଲୀ,୨୪।୫: ଦିଲ୍ଲୀର ୭ ଲୋକ ସଭା ଆସନରେ କଂଗ୍ରେସ ଓ ଆମ ଆଦମୀ ପାର୍ଟି ଏକାଠି ନିର୍ବାଚନ ଲଢୁଛି। ଆଉ ଏହି ସିଟ୍‌ରେ ମେ ୨୫...

୨ ମାସ ପାଇଁ କୋଲକାତାରେ ଲାଗୁ ହେବ ୧୪୪ ଧାରା

କୋଲକାତା,୨୪ା୫: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର କୋଲକାତାରେ ଧାରା ୧୪୪ ଲାଗୁ କରିବାକୁ ଚିନ୍ତା କରୁଛନ୍ତି। ଆସନ୍ତା ୨୮ ତାରିଖରୁ ୬୦ ଦିନ ପାଇଁ ୧୪୪...

ମେଧା ପାଟକର ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ,୨୪ା୫: କୋର୍ଟ ମେଧା ପାଟକରଙ୍କୁ ଆପରାଧିକ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ତତ୍କାଳୀନ କେଭିଆଇସି ଅଧ୍ୟକ୍ଷ ତଥା ଦିଲ୍ଲୀର ବର୍ତ୍ତମାନର ଲେଫ୍ଟନାଣ୍ଟ ଗଭର୍ନର ଭି.କେ...

କର୍ନାଟକ ସେକ୍ସ ଭିଡିଓ ସ୍କାଣ୍ଡାଲ: ପ୍ରଜ୍ଜ୍ୱଳ ରେଭାନ୍ନାଙ୍କୁ କାରଣ ଦର୍ଶାଅ ନୋଟିସ ପଠାଇଲା କେନ୍ଦ୍ର

ନୂଆଦିଲ୍ଲୀ,୨୪।୫; କର୍ନାଟକ ସେକ୍ସ ଭିଡିଓ ସ୍କାଣ୍ଡାଲରେ ଜଡିତ ଏମପି ପ୍ରଜ୍ଜ୍ୱଳ ରେଭେନ୍ନାଙ୍କୁ କାରଣ ଦର୍ଶାଅ ନୋଟିସ ପଠାଇଛି କେନ୍ଦ୍ର। ଆଜି ବୈଦେଶିକ ମନ୍ତ୍ରଣାଳୟ ଏମପି ରେଭାନ୍ନାଙ୍କୁ...

ଅଖିଳେଶଙ୍କ ଏହି ବିଧାୟିକା ଭାଜପା ପାଇଁ କରୁଛନ୍ତି ପ୍ରଚାର, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୨୪ା୫: ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୪ଟି ଆସନରେ ଶନିବାର ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ଏକ ଫଟୋ ସାମ୍ନାକୁ ଆସିଛି।...

ମୁଁ ପଳାତକ ନୁହେଁ, ପାସପୋର୍ଟ ସସ୍‌ପେଣ୍ଡ ହୋଇଥିବା ଯୋଗୁ ଭାରତ ଫେରିପାରୁନାହିଁ: ମେହୁଲ ଚୋକସୀ

ନୂଆଦିଲ୍ଲୀ,୨୪।୫: ଦେଶ ଛାଡ଼ିଥିବା ହୀରା ବ୍ୟବସାୟୀ ମେହୁଲ ଚୋକସୀଙ୍କ ଏକ ବଡ଼ ବୟାନ ଶୁକ୍ରବାର ସାମ୍ନାକୁ ଆସିଛି। ତାଙ୍କୁ ‘ପଳାତକ’ କୁହାଯାଇପାରିବ ନାହିଁ, କାରଣ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri