Posted inଜାତୀୟ

ମୋଦି ଲହର ଏବେ ଶେଷ: ସଞ୍ଜୟ ରାଉତ…

ମୁମ୍ବାଇ,୧୪।୫ : କର୍ନାଟକ ନିର୍ବାଚନ ଫଳାଫଳ ପ୍ରକାଶ ପରେ ଶିବସେନା (ଉଦ୍ଧବ ଠାକରେ) ନେତା ସଞ୍ଜୟ ରାଉତ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲହର ଶେଷ ହୋଇଛି ଏବଂ ବର୍ତ୍ତମାନ ତାଙ୍କର ଲହର ଆସିବାକୁ ଯାଉଛି। ବଜରଙ୍ଗ ବାଲି ଭାଜପାକୁ ନୁହେଁ ବରଂ କଂଗ୍ରେସକୁ ସମର୍ଥନ କରିଛନ୍ତି।  ୨୦୨୪ ଲୋକସଭା ନିର୍ବାଚନ ପାଇଁ ଆମର ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରସ୍ତୁତି ସମ୍ପର୍କରେ ରବିବାର ଶରଦ ପାୱାରଙ୍କ ଘରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ।

କର୍ନାଟକ ନିର୍ବାଚନରେ କଂଗ୍ରେସର ବିଜୟ ଉପରେ ରାଉତ କହିଛନ୍ତି, ଏକଛତ୍ରବାଦୀ ଶାସନକୁ ପରାସ୍ତ କରାଯାଇପାରିବ ବୋଲି କର୍ନାଟକର ଲୋକମାନେ ଦର୍ଶାଇଛନ୍ତି। ଯଦି କଂଗ୍ରେସ ଜିତିଛି, ଏହାର ଅର୍ଥ ହେଉଛି ବଜରଙ୍ଗ ବାଲି ଭାଜପା ସହିତ ନୁହେଁ କଂଗ୍ରେସ ସହିତ ଅଛନ୍ତି। ଆମ ସ୍ବରାଷ୍ଟ୍ରମନ୍ତ୍ରୀ କହୁଥିଲେ ଯଦ ଭାଜପା ହାରିଯାଏ ତେବେ ଦଙ୍ଗା ହେବ। କର୍ନାଟକରେ ସମସ୍ତେ ଶାନ୍ତିପୂର୍ଣ୍ଣ ଏବଂ ଖୁସି ଅଛନ୍ତି। ଦଙ୍ଗା କେଉଁଠାରେ ଘଟୁଛି?

କର୍ନାଟକରେ କଂଗ୍ରେସର ବିଜୟରେ ବିରୋଧୀ ଉତ୍ସାହିତ ଅଛନ୍ତି ଏବଂ ଗୋଟିଏ ପ୍ରକାରେ କେବଳ କଂଗ୍ରେସ ନୁହେଁ ସମଗ୍ର ବିରୋଧୀ ୨୦୨୪ ପାଇଁ ଏକ ଲାଇଫ ଲାଇନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri