Posted inଜାତୀୟ

ସନ୍ଧ୍ୟାରେ ଦଳୀୟ କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୦।୩: ଉତ୍ତରପ୍ରଦେଶ ସମେତ ୫ ରାଜ୍ୟରେ ଭୋଟ ଗଣତି ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ହୋଇଥିବା ଗଣତିରେ ଉତ୍ତର ପ୍ରଦେଶରେ ପୂର୍ଣ୍ଣ ବହୁମତ ସହ ପୁଣି ଥରେ ସରକାର ଗଢ଼ିବାକୁ ଯାଉଛି ଭାଜପା । ୟୁପିରେ ଦ୍ୱିତୀୟ ଥର ପାଇଁ ସରକାର ଗଢିବା ଆଶା କରାଯାଉଥିବା ନେଇ ଉତ୍ସବ ଆରମ୍ଭ ହୋଇସାରିଛି। ତେବେ ଏ ନେଇ ଆଜି ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ ।
ପ୍ରଧାନମନ୍ତ୍ରୀ ଆଜି ସନ୍ଧ୍ୟା ୬.୩୦ରେ ଦିଲ୍ଲୀ ସ୍ଥିତ ପାର୍ଟି ଅଫିସରେ ପହଞ୍ଚି ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ । ସେହିପରି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବି ସା ୫ଟାରେ ଲକ୍ଷୌ୍ନରେ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri