Posted inଜାତୀୟ

ସନ୍ଧ୍ୟାରେ ଦଳୀୟ କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୦।୩: ଉତ୍ତରପ୍ରଦେଶ ସମେତ ୫ ରାଜ୍ୟରେ ଭୋଟ ଗଣତି ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ହୋଇଥିବା ଗଣତିରେ ଉତ୍ତର ପ୍ରଦେଶରେ ପୂର୍ଣ୍ଣ ବହୁମତ ସହ ପୁଣି ଥରେ ସରକାର ଗଢ଼ିବାକୁ ଯାଉଛି ଭାଜପା । ୟୁପିରେ ଦ୍ୱିତୀୟ ଥର ପାଇଁ ସରକାର ଗଢିବା ଆଶା କରାଯାଉଥିବା ନେଇ ଉତ୍ସବ ଆରମ୍ଭ ହୋଇସାରିଛି। ତେବେ ଏ ନେଇ ଆଜି ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ ।
ପ୍ରଧାନମନ୍ତ୍ରୀ ଆଜି ସନ୍ଧ୍ୟା ୬.୩୦ରେ ଦିଲ୍ଲୀ ସ୍ଥିତ ପାର୍ଟି ଅଫିସରେ ପହଞ୍ଚି ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ । ସେହିପରି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବି ସା ୫ଟାରେ ଲକ୍ଷୌ୍ନରେ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ ।

 


Enter your email to get our daily news in your inbox.

All Right Reserved By Dharitri.Com

ରେମ୍‌ଡେସିଭିର୍‌ ଦାମ୍‌ କମିଲା

ମୁମ୍ବାଇ, ୧୮।୪(ଆଇଏଏନ୍‌ଏସ୍‌): କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଜୀବନ ରକ୍ଷାକାରୀ ଔଷଧ ଭାବେ ବ୍ୟବହୃତ ହେଉଥିବା ରେମ୍‌ଡେସିଭିର୍‌ ଇଞ୍ଜେକ୍‌ଶନ ଦାମ୍‌ ସରକାର ପାଖାପାଖି ୫୦ ପ୍ରତିଶତ...

ସକ୍ରିୟ ରାଜନେତା: ଟୁଇଟରରେ ମୋଦିଙ୍କର ସର୍ବାଧିକ ଫଲୋଅର୍ସ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଟୁଇଟର୍‌ ଆକାଉଣ୍ଟ୍‌ ଉପରେ ପ୍ରତିବନ୍ଧକ ଲାଗିବା ଦ୍ୱାରା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଜାଣତରେ ନୂଆ ରେକର୍ଡର ଅଧିକାରୀ...

ଉତ୍ତରପ୍ରଦେଶ ନିର୍ବାଚନ, ୧୨୫ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କଲା କଂଗ୍ରେସ, ୫୦ ପ୍ରତିଶତ ମହିଳାଙ୍କୁ ଟିକଟ …

ନୂଆଦିଲ୍ଲୀ,୧୩।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦଳର ୧୨୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।...

ସକ୍ରିୟ ମାମଲା ୮ ଲକ୍ଷ ତଳେ…

ନୂଆଦିଲ୍ଲୀ, ୧୦।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି...

ଇଡୁକ୍କି ଭୂସ୍ଖଳନ: ମୃତକଙ୍କ ସଂଖ୍ୟା ୪୨ରେ ପହଞ୍ଚିଲା, ଏବେବି ଅନେକ ନିଖୋଜ

ବେଙ୍ଗାଲୁରୁ,୯।୮: ପ୍ରବଳ ବର୍ଷା ଓ ବନ୍ୟା ଫଳରେ କେରଳର ଉଡୁକ୍କି ଜିଲାରେ ହୋଇଥିବା ଭୂସ୍ଖଳନରେ ମୃତକଙ୍କ ସଂଖ୍ୟା ୪୨ରେ ପହଞ୍ଚିଛି। ରବିବାର ୧୬ ଜଣଙ୍କ ମୃତଦେହ...

ସରକାରୀ ବାବୁ-ମନ୍ତ୍ରୀ ବ୍ୟବହାର କରିପାରିବେ ଦାମିକା ମୋବାଇଲ,ମୁଖ୍ୟମନ୍ତ୍ରୀଙ୍କ ଘୋଷଣା…

ରାଞ୍ଚି,୨।୯: ଏବେ ସରକାରୀ ବାବୁ ଏବଂ ମନ୍ତ୍ରୀମାନେ ଦାମିକା ମୋବାଇଲ ବ୍ୟବହାର କରିପାରିବେ। ଏନେଇ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ...

ସମାଜବାଦୀ ପାର୍ଟିକୁ ଝଟ୍‌କା: ଭାଜପାରେ ଯୋଗଦେଲେ ସଞ୍ଜୟ ସେଠ, ସୁରେନ୍ଦ୍ର ନାଗର

ନୂଆଦିଲ୍ଲୀ,୧୦।୮: ସମାଜବାଦୀ ପାର୍ଟିର ପୂର୍ବତନ ଏମ୍‌ପି ସଞ୍ଜୟ ସେଠ ଓ ସୁରେନ୍ଦ୍ର ନାଗର ଶନିବାର ଭାଜପାରେ ଯୋଗ ଦେଇଛନ୍ତି। ଏହାପୂର୍ବରୁ ଏମାନେ ରାଜ୍ୟ ସଭାରୁ ଇସ୍ତଫା...

ତେଜ ପ୍ରତାପଙ୍କୁ ହତ୍ୟା ଧମକ!

ପାଟନା,୧୪ ।୨: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତେଜ ପ୍ରତାପ ଯାଦବଙ୍କ ପାଟନା ସ୍ଥିତ ଘର ନିକଟରେ ରବିବାର ରାତି ପ୍ରାୟ...

Advertisement
Archives

Model This Week