ବାଂଲାଦେଶ ସୁବର୍ଣ୍ଣ ଜୟନ୍ତୀରେ ଯୋଗଦେବେ ମୋଦି

ଢାକା,୧୪।୩(ପି.ଟି.): ବାଂଲାଦେଶ ସ୍ବାଧୀନତାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ନେପାଳ, ଶ୍ରୀଲଙ୍କା, ଭୁଟାନ ଓ ମାଳଦ୍ୱୀପର ରାଷ୍ଟ୍ର ତଥା ଶାସନ ମୁଖ୍ୟମାନେ ଅତିଥି ଭାବେ ଯୋଗଦେବେ। ୧୯୭୧ରେ ପାକିସ୍ତାନଠାରୁ ଅଲଗା ହୋଇ ବାଂଲାଦେଶ ସୃଷ୍ଟି ହୋଇଥିଲା। ଏହାର ୫୦ ବର୍ଷ ପୂର୍ତ୍ତି ଅବସରରେ ମାର୍ଚ୍ଚ ୧୭ରୁ ୨୭ ପର୍ଯ୍ୟନ୍ତ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ କରାଯିବ। ଏଥିସହିତ ବଙ୍ଗବନ୍ଧୁ ଶେଖ୍‌ ମୁଜିବୁର ରହମାନଙ୍କ ଶତବାର୍ଷିକୀ ମଧ୍ୟ ପାଳିତ ହେବ। ମାଳଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲିହ ମାର୍ଚ୍ଚ ୧୭ରେ ଢାକାରେ ପହଞ୍ଚତ୍ବାକୁ ଥିବାବେଳେ ୧୯ରେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍‌ସେ, ୨୨ରେ ନେପାଳ ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀ, ୨୪ରେ ଭୁଟାନ ପ୍ରଧାନମନ୍ତ୍ରୀ ଲୋଟାୟ ଶେରିଙ୍ଗ ପହଞ୍ଚତ୍ବେ। ପ୍ରଧାନମନ୍ତ୍ରୀ ମୋଦି ୨୬ରୁ ଦୁଇଦିନିଆ ଗସ୍ତରେ ବାଂଲାଦେଶ ଯାଇ ସ୍ବାଧୀନତାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri