Odisha Elections 2024

ତୃତୀୟଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ହେବେ ମୋଦି: ପାକିସ୍ତାନ ବଂଶୋଦ୍ଭବଙ୍କ ଭବିଷ୍ୟବାଣୀ

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୫।୫: ପାକିସ୍ତାନୀ ବଂଶୋଦ୍ଭବ ଆମେରିକାର ଜଣେ ପ୍ରସିଦ୍ଧ ଶିଳ୍ପପତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ବାଲଟିମୋରରେ ରହୁଥିବା ପାକିସ୍ତାନୀ-ଆମେରିକୀୟ ବ୍ୟବସାୟୀ ସାଜିଦ ତାର କହିଛନ୍ତି, ମୋଦୀ କେବଳ ଭାରତ ପାଇଁ ନୁହେଁ ବରଂ ବିଶ୍ୱ ପାଇଁ ମଧ୍ୟ ଭଲ। ଆଶା କରୁଛି ପାକିସ୍ତାନ ମଧ୍ୟ ତାଙ୍କ ଭଳି ନେତା ପାଇବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜଣେ ଶକ୍ତିଶାଳୀ ନେତା, ଯିଏ ଭାରତକୁ ନୂତନ ଉଚ୍ଚତାକୁ ନେଇଛନ୍ତି ଏବଂ ସେ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବେ।
ସାଜିଦ ଆହୁରି ମଧ୍ୟ କହିଛନ୍ତି କହିଛନ୍ତି, ମୋଦି ଜଣେ ଚମତ୍କାର ନେତା। ସେ ଏମିତି ଜଣେ ପ୍ରଧାନମନ୍ତ୍ରୀ, ଯିଏ ପ୍ରତିକୂଳ ପରିସ୍ଥିତିରେ ପାକିସ୍ତାନ ଗସ୍ତ କରିଛନ୍ତି। ମୁଁ ଆଶା କରୁଛି ମୋଦି ଜୀ ପାକିସ୍ତାନ ସହ କଥାବାର୍ତ୍ତା ଏବଂ ବାଣିଜ୍ୟ ଆରମ୍ଭ କରିବେ।
୧୯୯୦ ଦଶକରେ ତାରାର ଆମେରିକା ଆସିଥିଲେ ଏବଂ ପାକିସ୍ତାନର କ୍ଷମତାରେ ଥିବା ଲୋକଙ୍କ ସହ ତାଙ୍କର ଭଲ ସମ୍ପର୍କ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋଖବେର ଇରାନର କାର୍ଯ୍ୟକାରୀ ରାଷ୍ଟ୍ରପତି

ଦୁବାଇ,୨୦ା୫: ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ମୃତ୍ୟୁ ଘଟିବା ପରେ ଦେଶର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମନେଇ ସୋମବାର ପ୍ରଥମ ଉପରାଷ୍ଟ୍ରପତି...

ଶେଷ ହେଉଛି ଜେଲନସ୍କିଙ୍କ ଟର୍ମ, ଏବେ ପ୍ରଶ୍ନ କ’ଣ ହେବ ୟୁକ୍ରେନରେ

କ୍ୱିଭ,୨୦।୫: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ କାର୍ଯ୍ୟକାଳ ନିୟମ ଅନୁଯାୟୀ ଆଜି ବା ସୋମବାର ଶେଷ ହେଉଛି, କିନ୍ତୁ ସେ ତାଙ୍କ ପଦରେ ରହିବେ। ତେବେ...

ସେନାକୁ ମିଳିଲା ଇରାନ ରାଷ୍ଟ୍ରପତିଙ୍କ ମୃତ ଦେହ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ଇରାନର ଅଧିକାରୀମାନେ କହିଛନ୍ତି ଯେ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରର ଧ୍ୱଂସାବଶେଷ ସେନାକୁ ମିଳିଛି।...

ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟୁ ପରେ କିଏ ସମ୍ଭାଳିବେ ଏହି ପଦ? କ’ଣ କହୁଛି ସମ୍ବିଧାନ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଇରାନର ଉଦ୍ଧାରକାରୀ ଦଳ ରେଡ କ୍ରେସେଣ୍ଟ ଘଣ୍ଟା ଘଣ୍ଟା ପରିଶ୍ରମ...

ଅଧା ରହିଗଲା ଇରାନ ରାଷ୍ଟ୍ରପତିଙ୍କ ସ୍ବପ୍ନ

ତେହେରାନ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଆଉ ନାହାଁନ୍ତି। ହେଲିକପ୍ଟର ଦୁର୍ଘଟଣାରେ ଇବ୍ରାହିମ ରାଇସିଙ୍କ ମୃତ୍ୟୁ ଘଟିଛି। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ହୁସେନ ଆମୀର...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

ସୌଦି କିଙ୍ଗ ସଲମାନ ଅସୁସ୍ଥ

ରିୟାଦ,୨୦।୫: ସୌଦି ଆରବର ରାଜା ସଲମାନ ବିନ ଅବଦୁଲ ଅଜିଜ ଅଲ ସାଉଦଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହୋଇଯାଇଛି। ସେ ଫୁସଫୁସ ସଂକ୍ରମଣରେ ପୀଡିତ ହୋଇ...

ଶେଷରେ ଈଶ୍ୱର ଦେଲେ ଦଣ୍ଡ, ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁରେ ଇସ୍ରାଏଲ୍‌ରେ ଖୁସିର ମାହୋଲ

ଜେରୁଜେଲମ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀ ଆମୀର ଅବଦୁଲ୍ଲାୟାନଙ୍କ ପରଲୋକ ଘଟିଛି। ଏଥି ସହିତ ଇସ୍ରାଏଲର ଧାର୍ମିକ ନେତାମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri