ରଥଯାତ୍ରାକୁ ଆସିବେ ମୋଦି, ନିମନ୍ତ୍ରଣ କଲେ ମୋହନ

ପୁରୀ,୨୬।୫: ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁରୀକୁ ନିମନ୍ତ୍ରଣ କରାଯାଇଛି। ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ସମସ୍ତ କେନ୍ଦ୍ରମନ୍ତ୍ରୀ, NDA ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ନିମନ୍ତ୍ରଣ ହୋଇଥିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

ଅନ୍ୟପକ୍ଷେ ରଥଯାତ୍ରା ପାଇଁ ପୁରୀ ଚଳଚଞ୍ଚଳ ହୋଇ ଉଠିଛି। ରଥଖଳାରେ ମହାରଣା ସେବାୟତ ମାନେ ରଥ ନିର୍ମାଣ କାର୍ଯ୍ୟରେ ଲାଗି ପଡିଛନ୍ତି। ଏକ ପ୍ରକାର ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ପର୍ଯ୍ୟାୟ ପର୍ଯ୍ୟାୟ ବିଭିନ୍ନ ସ୍ଥାନରୁ ରଥ କାଠ ମଧ୍ୟ ପହଞ୍ଚିଥିବା ଦେଖିବାକୁ ମିଳୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri