ଓଡ଼ିଶା ଆସିବେ ମୋଦି: ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ସାମିଲ ହୋଇ…

ଭୁବନେଶ୍ୱର,୫ା୬: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବାର ମୁଖ୍ୟ ଉଦ୍ଦେଶ୍ୟ ହେଲା ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଳନ ଉତ୍ସବରେ ସାମିଲ ହେବେ। ତେବେ ପ୍ରଧାନମନ୍ତ୍ରୀ ଜୁନ୍‌ ୧୧ କିମ୍ବା ୧୨ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି।

ସୂଚନା ଥାଉକି, ଜୁନ୍‌ ୧୨ରେ ମୋହନ ସରକାରଙ୍କୁ ବର୍ଷେ ପୂରିବ। ଏନେଇ ଜନତା ମଇଦାନରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ଏହି ସମାରୋହ ଚାଲିବ। ଏଥିରେ ପ୍ରଧାନମନ୍ତ୍ରୀ ଯୋଗ ଦେଇ ଓଡ଼ିଶାବାସୀଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଥିବା ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ତାମିଲ ବାବୁଙ୍କୁ ଧର…ମୋହନ ସରକାରଙ୍କୁ କାହିଁକି ଏମିତି କହିଲେ ରଣେନ୍ଦ୍ର

ଭୁବନେଶ୍ୱର,୧୦।୧୨(ରବି ନାରାୟଣ ଜେନା):ନିର୍ବାଚନ ବେଳେ ତାମିଲ ବାବୁ ଚାବି ନେଇଗଲେ ବୋଲି କହୁଥିଲ। ଏବେ ତାମିଲ ବାବୁଙ୍କୁ ଧର ବୋଲି ବିଜେଡିର ବରିଷ୍ଠ ସଦସ୍ୟ ରଣେନ୍ଦ୍ର...

ଗାନ୍ଧୀ ବିଭାଜନକାରୀ

ଭାରତ ୨୦୪୭ ସୁଦ୍ଧା ବିକଶିତ ହେବ ବୋଲି କେନ୍ଦ୍ର ସରକାର ବାରମ୍ବାର ଦୋହରାଉଛନ୍ତି। ବିକଶିତ ଦେଶ ଗଢ଼ିବାର ସ୍ବପ୍ନ ଦେଖାଯିବା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। କିନ୍ତୁ...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri