Odisha Elections 2024

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି ଥରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ମେ’ ୬ରେ ମୋଦି ଓଡ଼ିଶା ଆସିବେ ବୋଲି ଜଣାପଡିଛି। ସେଦିନ ସେ ସକାଳ ୧୦ଟା ବ୍ରହ୍ମପୁରରେ ଏକ ଜନସଭାକୁ ସମ୍ବୋଧିତ କରିବେ। ଏହାପରେ ଅପରାହ୍ପ ୧୨.୩୦ରେ ସେ ନବରଙ୍ଗପୁରରେ ଏକ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ରାଜ୍ୟ ଭାଜପା ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଲଘୁଚାପ, ୨୪ରେ ଅବପାତ, ଏହି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୫: ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର । ଏହା ଉତ୍ତରପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ ।...

ଆସନ୍ତାକାଲି କନ୍ଧମାଳ ସଂସଦୀୟ କ୍ଷେତ୍ରର ୨ଟି ବୁଥ୍‌ରେ ହେବ ସାନି ମତଦାନ

ଭୁବନେଶ୍ୱର,୨୨।୫: କନ୍ଧମାଳ ସଂସଦୀୟ କ୍ଷେତ୍ରର ୨ଟି ବୁଥ୍‌ରେ ହେବ ସାନି ମତଦାନ। ଆସନ୍ତାକାଲି କଣ୍ଟାମାଳ ବିଧାନସଭାର ୨୬ ଓ ୨୮ ନମ୍ବର ବୁଥ୍‌ରେ ପୁନଃ ମତଦାନ...

ମୁଖ୍ୟମନ୍ତ୍ରୀଙ୍କ ବ୍ଲାଙ୍କ୍‌ ଚେକ୍‌ କଟକର ବିକାଶ ପାଇଁ ବିନିଯୋଗ କରିବି

୨୦ ବର୍ଷରୁ ଅଧିକ ହେବ ରାଜନୀତି, କଟକର ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ସଙ୍ଗଠନ ସହ ଜଡିତ ରହିଛନ୍ତି ପ୍ରକାଶ ବେହେରା। ପୂର୍ବରୁ ସେ ସାଲେପୁରର...

ଅଞ୍ଚଳବାସୀଙ୍କ ବିକାଶ ମୋର ପ୍ରାଥମିକ ଦାୟିତ୍ୱ

ଭୁବନେଶ୍ୱର ଉତ୍ତର ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପାର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି ପ୍ରିୟଦର୍ଶୀ ମିଶ୍ର। ୨୦୧୪-୧୯ ପର୍ଯ୍ୟନ୍ତ ସେ ବିଜେଡିରୁ ଉତ୍ତର ଭୁବନେଶ୍ୱରର...

ଆଜି ପ୍ରଦର୍ଶନ ହେବ ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର

ଭୁବନେଶ୍ୱର,୨୨।୫(ଶର୍ମିଷ୍ଠା ପାଣିଗ୍ରାହୀ):କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବୁଧବାର ଓଡ଼ିଆ ଚଳଚ୍ଚିତ୍ର ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର ପ୍ରଦର୍ଶନ ହେବାକୁ ଯାଉଛି। ଅପରାହ୍ନ ୪ଟା ୧୫ରେ ଏହା ପ୍ରଦର୍ଶିତ...

୨୪ ଘଣ୍ଟାରେ ପ୍ରଧାନମନ୍ତ୍ରୀ କ୍ଷମା ମାଗନ୍ତୁ

ପୁରୀ,୨୨ା୫(ଅଜିତ୍‌ କୁମାର ମହାନ୍ତି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୋମବାର ପୁରୀରେ ରୋଡ୍‌ ଶୋ’ ପରେ ଭାଜପାର ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀ ଲୋକ ସଭା ଆସନରେ...

 ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର...

୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…

ନୂଆଦିଲ୍ଲୀ,୨୧।୫: ଚଳିତ ନିର୍ବାଚନରେ ଭାଜପା ‘ଅବ୍‌କି ବାର୍‌ ୪୦୦ ପାର୍‌’ର ନାରା ଦେଉଛି। ଅର୍ଥାତ କହିବାକୁ ଗଲେ ଦଳ ୪୦୦ରୁ ଅଧିକ ଆସନରେ ବିଜେତା ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri