ଏହି ଦିନ ଓଡ଼ିଶା ଆସିବେ ମୋଦି: ରାଜସ୍ବ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୭।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜୁନ୍‌ ୨୦ର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉପଲକ୍ଷେ ସେ ଓଡ଼ିଶା ଆସୁଥିବା ଜଣାପଡିଛି। ଏହି ସମୟରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଭେଟିବେ ବୋଲି ଚର୍ଚ୍ଚା ହେଉଛି।

ପ୍ରଥମଥର ପାଇଁ ରାଜ୍ୟରେ ଭାଜପା କ୍ଷମତାକୁ ଆସିଥିଲା। ୧୨ ଜୁନ ୨୦୨୪ରେ ମୋହନ ଚରଣ ମାଝୀ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବରିଷ୍ଠ ନେତା ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?