ବୁଧବାର ୭ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ ମୋଦି

ନୂଆଦିଲ୍ଲୀ, ୨୨।୯: କରୋନା ସଂକ୍ରମଣ ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ। କରୋନା ଦ୍ୱାରା ଅଧିକ ସଂକ୍ରମିତ ହୋଇଥିବା ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, କର୍ନାଟକ, ଉତ୍ତରପ୍ରଦେଶ, ତାମିଲନାଡୁ, ଦିଲ୍ଲୀ ଏବଂ ପଞ୍ଜାବ ଆଦି ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ଆଲୋଚନାରେ ଅଂଶଗ୍ରହଣ କରିବେ। ମୋଦି ଏସବୁ ରାଜ୍ୟରେ କରାଯାଉଥିବା କାର୍ଯ୍ୟକ୍ରମର ସମୀକ୍ଷା କରିବେ। ପରବର୍ତ୍ତୀ ସମୟରେ କେଉଁ ପ୍ରକାର ଆଭିମୁଖ୍ୟ ଗ୍ରହଣ କରାଯିବ ସେନେଇ ମଧ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ମତାମତ ଲୋଡ଼ିବେ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ…

ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…

CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ

ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?