ନିବେଶ ବୃଦ୍ଧି ପାଇଁ ୧୫ ଗ୍ଲୋବାଲ୍‌ ଫଣ୍ଡ୍‌ ହାଉସ୍‌ ସହିତ ଆଲୋଚନା କରିବେ ମୋଦି

ନୂଆଦିଲ୍ଲୀ, ୨୨।୧୦: ଦେଶରେ ବିବେଶ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ୍‌ ଶୀଘ୍ର ୧୫ ଗ୍ଲୋବାଲ ଫଣ୍ଡ୍‌ ସାଉସ୍‌ର ପ୍ରତିନିଧିଙ୍କ ସହିତ ଆଲୋଚନା କରିବେ। ଏସମ୍ପର୍କରେ ଅର୍ଥ ବ୍ୟାପାର ବିଭାଗ ସଚିବ ତରୁଣ ବଜାଜ ସୂଚନା ଦେଇଛନ୍ତି। ଦେଶର ଭିତ୍ତିଭୂମି ବିକାଶ କ୍ଷେତ୍ରରେ ନିବେଶ କରାଇବା ଲକ୍ଷ୍ୟ ନେଇ ଏହି ଆଲୋଚନ କରାଯିବ ବୋଲି ସେ କହିଛନ୍ତି। ଆସନ୍ତା ୫ ବର୍ଷରେ ଦେଶର ଭିତ୍ତିଭୂମି ବିକାଶ ପାଇଁ ୧୧୧ ଲକ୍ଷ କୋଟି ଟଙ୍କାର ପାଣ୍ଠିର ଆବଶ୍ୟକତା ରହିବ। ଏଥି ଲାଗି ୭ ହଜାର ପରିଯୋଜନାକୁ ଚିହ୍ନଟ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋନ ଅପରେଶନକୁ ଆସି ହରାଇଲେ କିଡ୍‌ନୀ

ଅହମ୍ମଦାବାଦ,୧୯।୧୦: ଗୁଜରାଟର ଏକ ଡାକ୍ତରଖାନାରେ ଜଣେ ରୋଗୀଙ୍କ ଷ୍ଟୋନ ଅପରେଶନ କରିବା ବଦଳରେ କିଡ୍‌ନୀ କାଢ଼ିନେବା ଘଟଣାରେ ସମ୍ପୃକ୍ତ ହସ୍ପିଟାଲକୁ ୧୧ ଲକ୍ଷ ଜରିମାନା ହୋଇଛି।...

ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟ ବନ୍ଦ ପାଇଁ ରାଜ୍ୟ ସଭାରେ ଦାବି

ନୂଆଦିଲ୍ଲୀ,୨୭ା୭(ପି.ଟି.): ଓଡିଶାର ଆଦିବାସୀ ଓ ସେମାନଙ୍କ ଜମିର ସୁରକ୍ଷା ପାଇଁ ଆନ୍ଧ୍ରପ୍ରଦେଶରେ ପୋଲାଭରମ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ଶୁକ୍ରବାର ବିଜେଡି ଏମ୍‌ପି ସସ୍ମିତ...

ସହରରୁ ଗାଁ କରୋନା କାୟା

ନୂଆଦିଲ୍ଲୀ,୧୫ା୫: ଗ୍ରାମାଞ୍ଚଳର ଲୋକେ ଅସୁସ୍ଥ ହେଲେ ଉନ୍ନତ ସ୍ବାସ୍ଥ୍ୟସେବା ଆଶାରେ ସହରକୁ ଚିକିତ୍ସା ପାଇଁ ଯାଇଥାଆନ୍ତି। କିନ୍ତୁ ବଡ଼ ବଡ଼ ସହରରେ ମହାମାରୀର ଦ୍ୱିତୀୟ ଲହର...

ମୋଦି-ବୋରିସ୍‌ ଆଲୋଚନା

ନୂଆଦିଲ୍ଲୀ,୨୧ା୮(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କର ବ୍ରିଟିଶ ପ୍ରତିପକ୍ଷ ବୋରିସ୍‌ ଜନ୍‌ସନଙ୍କ ସହ ଟେଲିଫୋନ୍‌ରେ କଥା ହୋଇଛନ୍ତି। ଏହି ଅବସରରେ ସେ ବ୍ରିଟେନରେ ଥିତ୍ବା...

ଚିନ୍ତା ବଢାଉଛି କରୋନା: ଗୋଟିଏ ଦିନରେ ୬୪,୫୫୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ, ୧୦୦୭ ମୃତ

ନୂଆଦିଲ୍ଲୀ,୧୪।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୪ ହଜାର...

ଦୀପାବଳୀ ସୁଦ୍ଧା କମିଯିବ କରୋନା ସଂକ୍ରମଣ: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: କରୋନା ଭାଇରସ ସଂକ୍ରମଣ ଏବେ ବେଳକୁ ବେଳ ବଢି ଚାଲିଛି। ସଂକ୍ରମିତଙ୍କ ତୁଳନାରେ ସୁସ୍ଥତାହାର ମଧ୍ୟ ବଢିଛି। ହେଲେ ବର୍ଦ୍ଧିତ ସଂକ୍ରମଣକୁ ଦେଖି ଲୋକେ...

ସଜ ହେଲେଣି କମଲ ହାସନ

ଚେନ୍ନାଇ,୨୭ ।୨: ନିର୍ବାଚନ କମିଶନଙ୍କ ଦ୍ୱାରା ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ଶୁକ୍ରବାର ନିର୍ବାଚନ ତାରିଖ ଘୋଷଣା କରାଯାଇଛି । ଆଉ...

ଫେବୃୟାରୀ ପାଇଁ ଗାଇଡ୍‌ ଲାଇନ୍‌ : ସିନେମା ହଲରେ ୫୦ ପ୍ରତିଶତରୁ ଅଧିକ ଦର୍ଶକଙ୍କୁ ମିଳିବ ଅନୁମତି

ନୂଆଦିଲ୍ଲୀ,୨୭ା୧- ଆସନ୍ତା ଫେବୃୟାରୀ୧ ଠାରୁ ଜାରି ହେବାକୁ ଯାଉଛି ନୂଆ ଗାଇଡ୍‌ଲାଇନ। ଏଥିରେ ସିନେମା ହଲରେ ୫୦ ପ୍ରତିଶତରୁ ଅଧିକ ଦର୍ଶକଙ୍କୁ ଅନୁମତି ଦିଆଯିବ। ଏ...

Advertisement
Archives

Model This Week