ଜି-୨୦ ମାଧ୍ୟମରେ ବିଶ୍ୱଶାନ୍ତି ପାଇଁ ସମସ୍ତ ଦେଶକୁ ଏକଜୁଟ କରିବେ ମୋଦି : ଫ୍ରାନ୍ସ ରାଷ୍ଟ୍ରପତିଙ୍କ ଟୁଇଟ…

ନୂଆଦିଲ୍ଲୀ/ପ୍ୟାରିସ,୪।୧୨ : ଭାରତ ଜି -୨୦ର ଅଧ୍ୟକ୍ଷ ହେବା ପରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ନିଜର ଏକ ଫଟୋ ଟୁଇଟରରେ ଶେୟାର କରିଛନ୍ତି। ସେ ନିଜ ଟୁଇଟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିଛନ୍ତି।

ଭାରତ ଜି-୨୦ର ଅଧ୍ୟକ୍ଷତା ଗ୍ରହଣ କରିବା ପରେ ମୋଦି ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ ଉଲ୍ଲେଖ କରିଥିବାକୁ ନେଇ ମାକ୍ରୋନ ଲେଖିଛନ୍ତି, ଜି-୨୦ ମାଧ୍ୟମରେ ବିଶ୍ୱଶାନ୍ତି ପାଇଁ ସମସ୍ତ ଦେଶକୁ ମୋଦି ଏକଜୁଟ କରିବେ।

ଏହା ପୂର୍ବରୁ ଅନ୍ୟାନ୍ୟ ଦେଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀ ନିର୍ଣ୍ଣାୟକ ହେବ ବୋଲି ଆଶା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri