୫ ତାରିଖରେ ଚଣ୍ଡିଖୋଲ ଗସ୍ତ କରିବେ ମୋଦି: ସମୀକ୍ଷା କଲେ ପ୍ରଶାସନିକ ଅଧିକାରୀ

ଚଣ୍ଡିଖୋଲ,୨।୩: ଆସନ୍ତା ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଜପୁର ଗସ୍ତ କରିବେ। ଯାଜପୁରସ୍ଥିତ ଚଣ୍ଡିଖୋଲ ଗସ୍ତ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ଠାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏ ନେଇ ପ୍ରଶାସନିକ ଅଧିକାରୀ ପହଞ୍ଚି ସ୍ଥିତି ସମୀକ୍ଷା କରୁଛନ୍ତି ।
ରାଜ୍ୟ ପୋଲିସର ଉଚ୍ଚ ପଦସ୍ତ ଅଧିକାରୀ ଓ କେନ୍ଦ୍ରୀୟ ପୋଲିସ ଅଧିକାରୀ, ଯାଜପୁର ଜଲାପାଳ ଓ ଅନ୍ୟ ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ସଭାସ୍ଥଳ ଓ ହେଲିପ୍ୟାଡ଼ ସ୍ଥାନକୁ ବୁଲି ଦେଖିବା ସହ ସମୀକ୍ଷା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri