Posted inଜାତୀୟ

‘୨୦୨୪ରେ ଏକତରଫା ଜିତିବେ ମୋଦି’

ନୂଆଦିଲ୍ଲୀ,୧୪।୨: ୨୦୨୪ ନିର୍ବାଚନ ପୂର୍ବରୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ବଡ଼ ଦାବି କରିଛନ୍ତି। ୨୦୨୪ରେ ଭାଜପାର କାହା ସହ ପ୍ରତିଯୋଗିତା ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ପୁଣିଥରେ ବହୁ ସଂଖ୍ୟାରେ ସରକାର ଗଠନ କରିବ। ଦେଶ ଏକପାଖିଆ ମୋଦିଜୀଙ୍କ ସହିତ ଆଗକୁ ବଢୁଛି। ୨୦୦୨ରୁ ମୋଦିଜୀଙ୍କ ବିରୋଧରେ ଷଡଯନ୍ତ୍ର ଚାଲିଛି। ହଜାର ହଜାର ଷଡଯନ୍ତ୍ର ସତ୍ତ୍ୱେ ସତ୍ୟ ପଦାକୁ ଆସୁଛି କିନ୍ତୁ ପ୍ରତ୍ୟେକ ଥର ମୋଦିଜୀ ଅଧିକ ଶକ୍ତିଶାଳୀ ଏବଂ ଅଧିକ ଲୋକପ୍ରିୟ। ଭାବେ ସାମ୍ନାକୁ ଆସୁଛନ୍ତି।
ଏକ ସାକ୍ଷାତକାରରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ‘ଭାରତ ଯୋଡୋ ଯାତ୍ରା’ର ପ୍ରଭାବ ବିଷୟରେ ପଚରାଯିବାରୁ ଶାହା କହିଛନ୍ତି, ବର୍ତ୍ତମାନ ତିନୋଟି ରାଜ୍ୟରେ ନିର୍ବାଚନ ଅଛି, ଦେଖନ୍ତୁ ଏହାର କେତେ ପ୍ରଭାବ ପଡ଼ିବ।
ସୂଚନାଯୋଗ୍ୟ, ଫେବୃଆରୀ ୧୬ରେ ତ୍ରିପୁରାରେ ଭୋଟ ଅନୁଷ୍ଠିତ ହୋଇଥିବାବେଳେ ମେଘାଳୟ ଏବଂ ନାଗାଲାଣ୍ଡରେ ଲୋକମାନେ ଫେବୃଆରୀ ୨୭ରେ ଭୋଟ ଦେବେ। ମାର୍ଚ୍ଚ ୨ରେ ଏହି ତିନୋଟି ରାଜ୍ୟର ନିର୍ବାଚନ ଫଳାଫଳ ଆସିବ।
ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri