Posted inଜାତୀୟ

ରାହୁଲ ଗାନ୍ଧିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ ମୋଦି, ଜାଣନ୍ତୁ ପୋଷ୍ଟ ଶେୟାର କରି କ’ଣ ଲେଖିଲେ

ନୂଆଦିଲ୍ଲୀ,୧୯।୬: ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ୫୫ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆରେ ରାହୁଲଙ୍କ ପାଇଁ ଏକ ପୋଷ୍ଟ ମଧ୍ୟ ଶେୟାର କରିଛନ୍ତି। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ସମେତ ବରିଷ୍ଠ କଂଗ୍ରେସ ନେତାମାନେ ତାଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି।
ମୋଦି ଯେଉଁ ପୋଷ୍ଟ ଶେୟାର କରିଛନ୍ତି, ତାହା ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି।

କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ପୋଷ୍ଟରେ ଲେଖିଛନ୍ତି, ‘ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ସମ୍ବିଧାନର ମୂଲ୍ୟବୋଧ ପ୍ରତି ଆପଣଙ୍କର ଅତୁଳନୀୟ ନିଷ୍ଠା ଏବଂ ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ସାମାଜିକ, ରାଜନୈତିକ ଏବଂ ଆର୍ଥିକ ନ୍ୟାୟ ପ୍ରତି ଆପଣଙ୍କର ଗଭୀର କରୁଣା ଆପଣଙ୍କୁ ସ୍ବତନ୍ତ୍ର କରିଥାଏ। ଆପଣଙ୍କର କାର୍ଯ୍ୟ ନିରନ୍ତର କଂଗ୍ରେସ ଦଳର ଏକତା, ସଦ୍ଭାବ ଏବଂ ବିବିଧତାରେ କରୁଣାର ବିଚାରଧାରାକୁ ପ୍ରତିଫଳିତ କରେ। ମୁଁ ଆପଣଙ୍କର ଦୀର୍ଘ, ସୁସ୍ଥ ଏବଂ ସୁଖୀ ଜୀବନ କାମନା କରୁଛି।’
ଏହିପରି ପ୍ରାୟ ସମସ୍ତ ନେତା ଜନ୍ମଦିନରେ ରାହୁଲଙ୍କ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri