Posted inଜାତୀୟ

ନାସିକର କାଲାରାମ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦି

ମୁମ୍ବାଇ,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନାସିକ ଏବଂ ମୁମ୍ବାଇ ଗସ୍ତରେ ଅଛନ୍ତି। ଜାତୀୟ ଯୁବ ମହୋତ୍ସବକୁ ଉଦଘାଟନ କରିବା ପାଇଁ ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ରର ନାସିକରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ସେଠାରେ ଏକ ରୋଡ ଶୋ କରୁଛନ୍ତି ଏବଂ ତାଙ୍କ ସହ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାର ମଧ୍ୟ ଅଛନ୍ତି। ନାସିକର ସ୍ଥାନ ତଥା ଏହାର ଆଖପାଖରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି, ଯେଉଁଠାରେ ପ୍ରଧାନମନ୍ତ୍ରୀ ୨୭ ତମ ଜାତୀୟ ଯୁବ ମହୋତ୍ସବ ଉଦଘାଟନ କରିବେ ଏବଂ ସମ୍ବୋଧିତ କରିବେ।
ତାଙ୍କ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଥମେ ନାସିକର କାଲାରାମ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି।
ଏହା ପରେ ସେ ମୁମ୍ବାଇର ମେକଓବର କରୁଥିବା ଭାରତର ସବୁଠାରୁ ଲମ୍ବା କୁହାଯାଉଥିବା ସବୁଦ୍ର ସେତୁ ମୁମ୍ବାଇ ଟ୍ରାନ୍ସ ହାବର୍ର୍‌ ଲିଙ୍କ-ଏମଟିଏଚଏଲ (ଅଟଳ ସେତୁ) କୁ ଉଦଘାଟନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri