Posted inଜାତୀୟ

ମୋଦି- ଜେଲେନସ୍କି ଫୋନରେ କଥାବାର୍ତ୍ତା, ଯୁଦ୍ଧ ପ୍ରସଙ୍ଗ ନେଇ ଆଲୋଚନା…

ନୂଆଦିଲ୍ଲୀ/କ୍ୱିଭ୍‌,୪।୧୦ : ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ଫୋନରେ କଥା ହୋଇଛନ୍ତି। କୁହାଯାଉଛି ଯେ ଏହି ସମୟରେ ୟୁକ୍ରେନରେ ଚାଲିଥିବା ଯୁଦ୍ଧ ପ୍ରସଙ୍ଗ ନେଇ ଦୁଇ ନେତାଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା। ୟୁକ୍ରେନ ରାଷ୍ଟ୍ରପତିଙ୍କୁ ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ଯୁଦ୍ଧର ବାଟ ଖୋଜିବାକୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ସେ ଜେଲେନସ୍କିଙ୍କ ସହ ଶତ୍ରୁତାକୁ ଶୀଘ୍ର ସମାପ୍ତ କରିବା ଶାନ୍ତିବାର୍ତ୍ତା ଏବଂ କୂଟନୀତିର ପଥ ଅନୁସରଣ କରିବା ଆବଶ୍ୟକତାକୁ ସେ ଦୋହରାଇଛନ୍ତି।

ଏହାପୂର୍ବରୁ ମାର୍ଚ୍ଚରେ ପିଏମ ମୋଦି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ଫୋନରେ କଥା ହୋଇଥିଲେ। ପ୍ରାୟ ୩୫ ମିନିଟ ଧରି ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଏହି ସମୟରେ ୟୁକ୍ରେନରୁ ଭାରତୀୟମାନଙ୍କୁ ନିରାପଦ ସ୍ଥାନାନ୍ତର ପାଇଁ ମୋଦି ଜେଲେନସ୍କିଙ୍କୁ ଧନ୍ୟବାଦ ଜଣାଇଥିଲେ।

୨୬ ଫେବୃଆରୀରେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ଏବଂ ମୋଦିଙ୍କ ମଧ୍ୟରେ ଯୁଦ୍ଧ ସଙ୍କଟ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଏହି ସମୟ ମଧ୍ୟରେ ଜେଲେନସ୍କି ଭାରତର ରାଜନୈତିକ ସମର୍ଥନ ଲୋଡିଥିଲେ। ସେତେବେଳେ ୟୁକ୍ରେନର ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ୟୁକ୍ରେନରେ ଚାଲିଥିବା ବିବାଦ ପରିସ୍ଥିତି ବିଷୟରେ ବିସ୍ତୃତ ଭାବରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri