ମୋଦୀଙ୍କ ୭୫ତମ ଜନ୍ମ ଦିବସ: ଫାଣ୍ଡି ଅଧିକାରୀଙ୍କ ବୃକ୍ଷ ରୋପଣ

ଧର୍ମଶାଳା,୧୭।୯(ଶିବପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକା ବିଟ ହାଉସ ଅଧିକାରୀ ପଚାଶ ରୁ ଉର୍ଦ୍ଧ୍ବ ବୃକ୍ଷ ରୋପଣ କରି ଲୋକଙ୍କ ମନ ଜିତିଛନ୍ତି। ବୁଧବାର ଦିନ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମ ଦିବସକୁ ସ୍ମରଣୀୟ କରିବା ପାଇଁ ଜିଲା ର ବିଭିନ୍ନ ସ୍ଥାନରେ ‘ଏକ୍ ପେଡ୍ ମା’ କେ ନାମ୍ ୨.୦’ ଅଭିଯାନ ଅଧୀନରେ ଏକ ଦିବସୀୟ ସମୂହ ଚାରା ରୋପଣ କାର୍ଯ୍ୟକ୍ରମ କରା ଯାଇଛି। ଏହି ପରିପେକ୍ଷୀରେ ଜିଲା ଆରକ୍ଷୀ ଅଧିକ୍ଷକ ଙ୍କ ନିର୍ଦ୍ଦେଶ କ୍ରମେ ଜାରକା ବିଟ ହାଉସ ଅଧିକାରୀ ବିଜୟ କୁମାର ବେହେରା ଏବଂ ସାଥୀ ପୋଲିସ କର୍ମଚାରୀ ଓ ସ୍ଥାନୀୟ ଲୋକଙ୍କ ସହଯୋଗରେ ମିଳିତ ଭାବେ ୫୦ରୁ ଊର୍ଦ୍ଧ୍ୱ ବୃକ୍ଷ ରୋପଣ କରି ଛନ୍ତି। ସେଥି ମଧ୍ୟରେ ଆମ୍ବ, କୃଷ୍ଣଚୂଡ଼ା, ଅର୍ଜୁନ ଭଳି ବିଭିନ୍ନ ପ୍ରକାର ଗଛ ଲଗାଇ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri