Posted inଜାତୀୟ

ବୁଝି ବିଚାରି ଦିଅନ୍ତୁ ବୟାନ, ଲୋକ ସଭା ନିର୍ବାଚନ ପୂର୍ବରୁ ନେତାଙ୍କୁ ମୋଦିଙ୍କ ଉପଦେଶ

ନୂଆଦିଲ୍ଲୀ,୩।୩: ଲୋକ ସଭା ନିର୍ବାଚନ ପାଇଁ ଯୋରଦାର ପ୍ରସ୍ତୁତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ମାର୍ଚ୍ଚ ୩, ୨୦୨୪)ରେ କେନ୍ଦ୍ର ମନ୍ତ୍ରୀମାନଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ମନ୍ତ୍ରୀମାନଙ୍କୁ ବୁଝି ବିଚାରି ବିବୃତ୍ତି ଦେବାକୁ କହିଥିଲେ ଏବଂ ବିବାଦୀୟ ମନ୍ତବ୍ୟରୁ ମଧ୍ୟ ଦୂରେଇ ରୁହନ୍ତୁ ବୋଲି କହିଛନ୍ତି।
ମନ୍ତ୍ରୀ ପରିଷଦର ବୈଠକରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ସରକାରଙ୍କ ଯୋଜନା ବିଷୟରେ ଜନସାଧାରଣଙ୍କୁ ସୂଚନା ପ୍ରଦାନ କରିବାକୁ ପଡିବ। ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ମଧ୍ୟ ସରକାରଙ୍କ ଦ୍ୱାରା କରାଯାଇଥିବା ବିକାଶମୂଳକ କାର୍ଯ୍ୟକୁ ଲୋକଙ୍କ ଆଗରେ ଉଲ୍ଲେଖ କରିବାକୁ ପଡିବ।
ମନ୍ତ୍ରୀ ପରିଷଦର ବୈଠକରେ ମେ’ରେ ନୂତନ ସରକାର ଗଠନ ପରେ ପଦକ୍ଷେପ ନିଆଯିବା ପାଇଁ ୧୦୦ ଦିନିଆ ଏଜେଣ୍ଡାର ତୁରନ୍ତ କାର୍ଯ୍ୟକାରିତା ଉପରେ ଆଲୋଚନା କରାଯାଇଥିଲା। ଆହୁରି ମଧ୍ୟ ଆସନ୍ତା ପାଞ୍ଚ ବର୍ଷ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହା ବ୍ୟତୀତ ୨୦୪୭ ସୁଦ୍ଧା ଭାରତ କିପରି ବିକଶିତ ହେବ। ଏହି ବିଷୟରେ ସମସ୍ତ ମନ୍ତ୍ରଣାଳୟ ଦ୍ୱାରା ଏକ ପାୱାର ପଏଣ୍ଟ ଉପସ୍ଥାପନା କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?