ଜାତୀୟ ଗଣମାଧ୍ୟମରେ ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ, କହିଲେ ଏଥର…

ଭୁବନେଶ୍ୱର, ୧୦।୫: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି।

ସେ କହିଛନ୍ତି, ଓଡିଶାରେ ବିପୁଳ ସମର୍ଥନ ମିଳୁଛି। ପୂର୍ବରୁ ଓଡ଼ିଶାରେ ଏପରି ଜନ ସମାଗମ ଓ ଉତ୍ସାହ ଦେଖି ନ ଥିଲି। ରାଜ୍ୟରେ ଏକ ବଡ଼ ଟର୍ଣ୍ଣିଂ ପଏଣ୍ଟ ଆସିବାକୁ ଯାଉଛି। ଓଡ଼ିଶାରେ ଆଗକୁ ପଦ୍ମ ଫୁଟିବାକୁ ଯାଉଛି। ସେହିପରି ମେଣ୍ଟ ଆଲୋଚନା ନେଇ ସ୍ପଷ୍ଟ ମତ ରଖିଛନ୍ତି ମୋଦି। ସେ କହିଛନ୍ତି, ଆମେ ଦୁଇଟି ଅଲଗା ଦଳ। ସଂସଦରେ ପ୍ରସଙ୍ଗ ଭିତ୍ତିକ ସମର୍ଥନ ମିଳିଛି। ବିଧାନସଭାରେ ଆମର ଲଢେଇ ଜାରି ରହିଛି। କାରଣ ଓଡ଼ିଶାର ଅସ୍ମିତା ଏଠାରେ ବିପଦରେ ପଡିଛି। କିନ୍ତୁ ପଦ୍ମ ଫୁଟାଇବା ପାଇଁ ଆମେ ପ୍ରତିବଦ୍ଧ ବୋଲି ମୋଦି କହିଛନ୍ତି।

ସୂଚନାଥାଉ କି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୋଡ ଶୋ’ ସାରି ରାଜଭବନରେ ପହଞ୍ଚିଛନ୍ତି। ଆଜି ସେଠାରେ ରାତ୍ରଯାପନ କରିବେ। ଆସନ୍ତାକାଲି ସେ ଫୁଲବାଣୀ, ବଲାଙ୍ଗିର ଓ ବରଗଡ଼ ଆୟୋଜିତ ଜନ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ମାଟିରୁ ଟ୍ରମ୍ପଙ୍କୁ କଡ଼ା ବାର୍ତ୍ତା ଦେଲା ଇରାନ, କହିଲା ଆମେରିକା ସହ କୌଣସି…

ଇସଲାମବାଦ/ତେହରାନ,୨୫ା୩: ତେହରାନ ଏବଂ ଓ୍ବାଶିଂଟନ ମଧ୍ୟରେ ଯୁଦ୍ଧବିରତି ଆଲୋଚନା ଚାଲିଥିବା ଟ୍ରମ୍ପ ପ୍ରଶାସନର ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଇରାନ। ପାକିସ୍ତାନରେ ଇରାନୀ ରାଷ୍ଟ୍ରଦୂତ ରେଜା ଆମରି ମୋଗାଦମ…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri